ପାନୀୟ ଜଳ ଯୋଗାଣ ରୂ ବଞ୍ଚିତ ଚଢିଆପଡା ଗ୍ରାମବାସୀ

Spread the love

କୋଦଳା : ଜେଏମଜେ ନ୍ୟୁଜ : (କୃଷ୍ଣ ଚନ୍ଦ୍ର ପଲେଇ )
ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ମର୍ଦ୍ଦକୋଟ ପଞ୍ଚାୟତର ଚଢିଆପଡା ଗ୍ରାମର ୱାର୍ଡ ନଂ ୧ ରେ ଦୁଇମାସ ହେଲା ପାଇପରେ ପାନୀୟ ଜଳ ନଆସିବା ନେଇ ଗ୍ରାମବାସୀ ବିଡ଼ିଓ ସୁନିଲ କୁମାର ସାମନ୍ତିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ସୂଚନା ଅନୁଯାୟୀ ଚଢିଆପଡା ଗ୍ରାମର ୧ ନଂ ୱାର୍ଡ଼ରେ ଦିର୍ଘ ବର୍ଷ ହେଲାଣି ପାଇପ ଯୋଗେ ପାନୀୟ ଜଳ ଆସୁଥିଲା । କିନ୍ତୁ ଗତ ଦୁଇମାସ ହେଲା ଜଳଯୋଗଣ ସମ୍ପୂର୍ଣ ବନ୍ଦ ହୋଇପଡିଛି । ଅନ୍ୟ ଉପାୟ ନ ପାଇ ବାଧ୍ଯ ହୋଇ ଦୂଷିତ ପାଣି ପିଇବାକୁ ବାଧ୍ୟ ହେଉଛୁ ବୋଲି ସାହିବାସୀନ୍ଦା ମାନେ ବିଡ଼ିଓଙ୍କୁ ନିବେଦନ କରିଛନ୍ତି । ଫଳରେ ଦୂଷିତ ପାଣି ପିଇ ସଂକ୍ରାମକ ରୋଗର ଶିକାର ହେବାର ଯଥେଷ୍ଟ ସମ୍ଭାବନା ରହିଛି

  • jmjnewso

    Related Posts

    INDIA ବ୍ଲକ୍‌ ପ୍ରତିବାଦରେ ସାମିଲ୍ ହେଲା ବିଜେଡି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ଭୋଟର ତାଲିକାର ସ୍ପେସିଆଲ ଇଣ୍ଟେନ୍ସିଭ ରିଭିଜନକୁ ନେଇ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କ କଥିତ ଏକ ତରଫା କାର୍ଯ୍ୟାନୁଷ୍ଠାନ ଏବଂ ଦେଶବ୍ୟାପୀ ୧୩ କୋଟିରୁ ଅଧିକ ଭୋଟରଙ୍କ ନାମ ବାଦ…

    ଦେଶରେ ବାଣ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଇବା କୌଣସି ଯୋଜନା ନାହିଁ : ସୁପ୍ରିମକୋର୍ଟ

    Spread the love

    Spread the loveଜେଏମଜେ ବ୍ୟୁରୋ : ସୁପ୍ରିମକୋର୍ଟ ବୁଧବାର ଦିନ ସ୍ପଷ୍ଟ କରିଛନ୍ତି ଯେ ସମଗ୍ର ଦେଶରେ ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଇବାର କୌଣସି ଯୋଜନା ନାହିଁ। କୋର୍ଟ ମତ ଦେଇଛନ୍ତି ଯେ ଦୀପାବଳି ପର୍ବ ଲୋକଙ୍କ ଭାବନା…

    Leave a Reply

    Your email address will not be published. Required fields are marked *

    You Missed

    ବନ୍ଦ ପାଳନ ନେଇ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ: ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ

    ବନ୍ଦ ପାଳନ ନେଇ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ: ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ

    ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀରେ ବନ୍ଦ ରହିବ ଅଟୋ।

    ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀରେ ବନ୍ଦ ରହିବ ଅଟୋ।

    କାଲି ଓଡିଶା ବନ୍ଦ: ହେଲେ ଚାଲିବ ଘରୋଇ ବସ।

    କାଲି ଓଡିଶା ବନ୍ଦ:  ହେଲେ ଚାଲିବ ଘରୋଇ ବସ।

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ

    ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ

    ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ

    ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ