ଫାଇଲ୍ ଗାଏବ ପଛରେ ବଡ଼ ଷଡ଼୍‌ଯନ୍ତ୍ର! ମୁଖ୍ୟମନ୍ତ୍ରୀ ଙ୍କ ବଡ଼ ବୟାନ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଏମ୍‌ଓରୁ ଫାଇଲ ହଜିବାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ। ସବୁଠାରୁ ଲଜ୍ଜ୍ୟାଜନକ ଓ ଚମକାଇ ଦେବା କଥା ହେଉଛି କି ସ୍ୱାମୀଜୀଙ୍କ ହତ୍ୟାକାଣ୍ଡକୁ ନେଇ ଗଠିତ ଜଷ୍ଟିସ ମହାପାତ୍ର ଏବଂ ନାଇଡୁ କମିଶନଙ୍କ ଗୁରୁତ୍ୱପୂର୍ଣ୍ଣ ରିପୋର୍ଟ, ଫାଇଲ ଗୁଡ଼ିକ ଷଡ଼ଯନ୍ତ୍ର କରି ଗାଏବ କରି ଦିଆଯାଇଛି । ତାହାକୁ ଲୋକସେବା ଭବନରୁ ହଜାଇ ଦିଆଯାଇଥିଲା ।

ଫାଇଲ ହଜାଇବା ସାଧାରଣ ଅବହେଳା ହୋଇନପାରେ ।
ଏହା ହେଉଛି ଅପରାଧୀଙ୍କୁ ବଞ୍ଚାଇବା ପାଇଁ ସୁଚିନ୍ତିତ, ସାଂଘାତିକ ଷଡ଼ଯନ୍ତ୍ର। ମୁଁ ଦୃଢ଼ ଆଶ୍ଵାସନ ଦେଉଛି ଯେ, ସତ୍ୟର ଉନ୍ମୋଚନ ନିଶ୍ଚିନ୍ତ ଭାବେ ହେବ । ଆଜି ତାଳଚେର ଗୁରୁଜାଙ୍ଗ ଠାରେ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଜନ୍ମ ଶତବାର୍ଷିକୀ ମହୋତ୍ସବରେ ଯୋଗଦେଇ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୁରୁଜାଙ୍ଗ ଗ୍ରାମରେ ଥିବା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଜନ୍ମଶତବାର୍ଷୀକ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ, ଢେଙ୍କାନାଳ ସାଂସଦ ରୁଦ୍ରନାରାୟଣ ପାଣିଙ୍କ ସହିତ ଅନୁଗୋଳ ଜିଲ୍ଲାର ସମସ୍ତ ବିଧାୟକ ଯୋଗ ଦେଇଛନ୍ତି ।

  • jmjnewso

    Related Posts

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟ ସରକାର ଆଜି (ସୋମବାର) ବରିଷ୍ଠ ଓଏଏସ୍ ଅଧିକାରୀସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଗୋଟିଏ ଦିନରେ ୨୭ଜଣ ଉପଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳଙ୍କୁ ବଦଳି କରାଯାଇଛି।ଦୁଇ ବରିଷ୍ଠ ଓଏଏସ୍ ଅଧିକାରୀଙ୍କୁ ପଦୋନ୍ନତିପ୍ରକାଶିତ…

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    Spread the love

    Spread the loveଜେଏମଜେ ବ୍ୟୁରୋ : ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ…

    Leave a Reply

    Your email address will not be published. Required fields are marked *

    You Missed

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    CMO ରୁ ଫାଇଲ ମିସିଂ ଘଟଣା : ୩ ଜଣଙ୍କ ବୟାନ ରେକର୍ଡ

    CMO ରୁ ଫାଇଲ ମିସିଂ ଘଟଣା : ୩ ଜଣଙ୍କ ବୟାନ ରେକର୍ଡ

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ