ଆଇପିଏସ୍ ସ୍ତରରେ ଅଦଳବଦଳ, ଆଶିଷ ସିଂହ ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ ରାଜ୍ୟ ସରକାର ବରିଷ୍ଠ ଆଇପିଏସସ୍ତରରେ ଏକ ଅଦଳବଦଳ କରିଛନ୍ତି । କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ଆଶିଷ ସିଂହଙ୍କୁ ସରକାର ଉତ୍ତର କେନ୍ଦ୍ରାଞ୍ଚଳର ଡିଆଇଜି ଭାବେ ଅବସ୍ଥାପିତ କରିଛନ୍ତି । ଚରଣ ସିଂହ ମୀନାଙ୍କୁ ଉତ୍ତରାଞ୍ଚଳ ଡିଆଇଜି ଦାୟିତ୍ବ ମିଳିଛି । ଆଇପିଏସ ହିମାଂଶୁଲାଲ ଆର୍ଥିକ ଅପରାଧ ଶାଖା (ଇଓଡବ୍ଲ୍ୟୁ)ର ଆଇଜି ଭାବେ ନିଯୁକ୍ତି ମିଳିଛି ।ଏହାସହ ସେ ସ୍ପେଶାଲ ଟାସ୍କ ଫୋର୍ସ (ଏସଟିଏଫ୍)ର ଆଇଜି ଦାୟିତ୍ବ ମଧ୍ୟ ତୁଲାଇବେ । ସତ୍ୟବ୍ରତ ଭୋଇଙ୍କୁ ଗୁରୁତ୍ବପୂର୍ଣ୍ଣ ଗୁଇନ୍ଦା ବିଭାଗ ଆଇଜି ଭାର ମିଳିଛି । ସେହିଭଳି ନୀତିଶେଖର ପୁଲିସ ମୁଖ୍ୟାଳୟ ଆଇଜି ଏବଂ ଜୟନାରାୟଣ ପଙ୍କଜ ଦକ୍ଷିଣାଞ୍ଚଳ ଆଇଜି ଭାବେ ଦାୟିତ୍ବ ତୁଲାଇବେ । ଏ ବଦଳି ସଂପର୍କରେ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି ।

  • jmjnewso

    Related Posts

    କାଲି ଓଡିଶା ବନ୍ଦ: ହେଲେ ଚାଲିବ ଘରୋଇ ବସ।

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଗୁରୁବାର ଓଡ଼ିଶା ବନ୍ଦ। ହେଲେ ଚାଲିବ ଘରୋଇ ବସ। କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ଦେଇଥିବା ଏହି ବନ୍ଦ ଡାକରାକୁ ନେଇ ରାଜ୍ୟରେ ରାଜନୈତିକ ତାତି ବଢ଼ିଛି। ଘରୋଇ ବସ୍ ମାଲିକ…

    ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟ ସରକାର ବୁଧବାର ଆଇଏସସ୍ତରରେ ଏକ ଅଦଳବଦଳ କରିଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସଚିବ ଥିବା ଅନ୍ୟା ଦାସଙ୍କୁ ନବରଙ୍ଗପୁର ଜିଲ୍ଲାପାଳ ଭାବେ ଅବସ୍ଥାପିତ କରାଯାଇଛି । ସେହିଭଳି ସାଧାରଣ ପ୍ରଶାସନ…

    Leave a Reply

    Your email address will not be published. Required fields are marked *

    You Missed

    ବନ୍ଦ ପାଳନ ନେଇ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ: ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ

    ବନ୍ଦ ପାଳନ ନେଇ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ: ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ

    ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀରେ ବନ୍ଦ ରହିବ ଅଟୋ।

    ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀରେ ବନ୍ଦ ରହିବ ଅଟୋ।

    କାଲି ଓଡିଶା ବନ୍ଦ: ହେଲେ ଚାଲିବ ଘରୋଇ ବସ।

    କାଲି ଓଡିଶା ବନ୍ଦ:  ହେଲେ ଚାଲିବ ଘରୋଇ ବସ।

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ