ଗଞ୍ଜାମରେ ବିନା ଅନୁମତିରେ ଶୋଭାଯାତ୍ରା ମନା

Spread the love

ଛତ୍ରପୁର :ଜେଏମଜେ ନ୍ୟୁଜ : ଗଞ୍ଜାମ ପୋଲିସ ଜିଲ୍ଲାରେ ୯୦ ଦିନ ପାଇଁ ଲାଗୁ ହେଲା ଧାରା ୩୦। ଏହା ଅନୁଯାୟୀ କୌଣସି ସଭା ସମିତି, ଶୋଭାଯାତ୍ରା ଓ ଜନସମାବେଶ କରିବାକୁ ହେଲେ ସମ୍ପୃକ୍ତ ଏସଡିପିଓ କିମ୍ବା ଥାନା ଅଧିକାରୀଙ୍କ ଅନୁମତି ନେବା ବାଧ୍ୟତାମୂଳକ। ଏଥିପାଇଁ ୩ ଦିନ ପୂର୍ବରୁ ଅଧିକାରୀଙ୍କ ନିକଟରେ ଆବେଦନ କରିବାକୁ ହେବ । ଏହି ଆଦେଶ ଅଗଷ୍ଟ ୧୬ରୁ ନଭେମ୍ବର ୧୩ ପର୍ଯ୍ୟନ୍ତ ବଳବତ୍ତର ରହିବ।ତେବେ ରାଜନୈତିକ ସଂଘର୍ଷ, ଗୋଷ୍ଠୀ କନ୍ଦଳ ଏବଂ ଅସାମାଜିକ ତତ୍ତ୍ୱମାନଙ୍କ ଦ୍ୱାରା ଆଇନ ଶୃଙ୍ଖଳା ବିଗିଡ଼ିବାରେ ଆଶଙ୍କାକୁ ଦୃଷ୍ଟିରେ ରଖି ଗଞ୍ଜାମ ଏସପି ହରିଶ ବିଶି ଏହି ଧାରା ଲାଗୁ କରିଛନ୍ତି ।

  • jmjnewso

    Related Posts

    ବନ୍ଦ ପାଳନ ନେଇ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ: ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ

    Spread the love

    Spread the loveଭୁବନେଶ୍ବର:ଜେଏମଜେ ନ୍ୟୁଜ : ଆସନ୍ତା ୮ ଅକ୍ଟୋବରରେ ରାଜନୈତିକ ଦଳ ପକ୍ଷରୁ ଓଡ଼ିଶା ବନ୍ଦକୁ ନଜରରେ ରଖି ରାଜ୍ୟରେ ଶାନ୍ତି-ଶୃଙ୍ଖଳା ଓ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ…

    ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀରେ ବନ୍ଦ ରହିବ ଅଟୋ।

    Spread the love

    Spread the loveଭୁବନେଶ୍ୱର:  ଜେଏମଜେ ବ୍ୟୁରୋ : କାଲି ଗଡିବନି କୌଣସି ଅଟୋ । ରାଜଧାନୀ ଅଟୋ ଚାଳକ ସଂଘର ଆହ୍ୱାନ ।  ଆସନ୍ତାକାଲି ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀ ସମେତ ରାଜ୍ୟର ସମସ୍ତ ଜାଗାରେ ଅଟୋ ଚଳାଚଳ ବନ୍ଦ…

    Leave a Reply

    Your email address will not be published. Required fields are marked *

    You Missed

    ବନ୍ଦ ପାଳନ ନେଇ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ: ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ

    ବନ୍ଦ ପାଳନ ନେଇ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ: ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ

    ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀରେ ବନ୍ଦ ରହିବ ଅଟୋ।

    ଓଡିଶା ବନ୍ଦକୁ ସମର୍ଥନ ଜଣାଇ ରାଜଧାନୀରେ ବନ୍ଦ ରହିବ ଅଟୋ।

    କାଲି ଓଡିଶା ବନ୍ଦ: ହେଲେ ଚାଲିବ ଘରୋଇ ବସ।

    କାଲି ଓଡିଶା ବନ୍ଦ:  ହେଲେ ଚାଲିବ ଘରୋଇ ବସ।

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    ଗୋଦାବରିଶ ସୂଲ ସ୍ଥାପନ ଦାବିରେ ଜିଲ୍ଲାପ୍ରଶାସନର ଦ୍ୱାରସ୍ଥ ହେଲେ ଗ୍ରାମବାସୀ..

    ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ

    ଗଞ୍ଜାମ ଜିଲ୍ଲା ସ୍ତରୀୟ ୭୦ ତମ ଖୋ ଖୋ କ୍ରୀଡା ପ୍ରତିଯୋଗିତା ଉଦ୍ଘାଟିତ

    ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ

    ରାଜ୍ୟରେ IAS ସ୍ତରରେ ବଡ଼ ଅଦଳବଦଳ: ୭ IASଙ୍କୁ ନୂଆ ଦାୟିତ୍ୱ, ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାପାଳ