ବାତ୍ୟା ‘ଦାନା’ ପାଇଁ ଆଲର୍ଟ ମୋଡ଼ରେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ : ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ।

Spread the love

ଜେଏମଜେ ବ୍ୟୁରୋ : ବାତ୍ୟା ‘ଦାନା’ ପାଇଁ ଆଲର୍ଟ ମୋଡ଼ରେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ । ଏସଆରସିଙ୍କ କାର୍ଯ୍ୟାଳୟରେ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ । ବାତ୍ୟା କେଉଁ ବାଟେ ଦେଇ ଯିବ, ବାତ୍ୟାର ଗତିପଥ ଉପରେ କଣ୍ଟ୍ରୋଲ ରୁମ୍ ତୀକ୍ଷଣ ନଜର ରଖିଛି

ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକର କାର୍ଯ୍ୟ ଉପରେ ନଜର ରଖିଛି ଏସଆରସିଙ୍କ କାର୍ଯ୍ୟାଳୟରେ ଖୋଲିଥିବା କଣ୍ଟ୍ରୋଲ ରୁମ । ସେପଟେ ବାତ୍ୟା ସ୍ଥିତିର ମୁକାବିଲା ପାଇଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକୁ ଯିବେ ବରିଷ୍ଠ ଆଇଏସ୍ ଅଧିକାରୀ

କେଉଁ ଜିଲ୍ଲାକୁ କେତେ ଏନଡ଼ିଆରଏଫ ଏବଂ ଓଡ୍ରାଫ ଟିମ ଯିବେ, ସେନେଇ ଚାଲିଛି ଯୋଜନା । ଉପକୂଳ ଓଡ଼ିଶା ଯଥା ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତିରେ ଅଧିକ ଏନଡ଼ିଆରଏଫ, ଓଡ୍ରାଫ ଓ ଅଗ୍ନିଶମ ଟିମ୍ ମୁତୟନ ହେବେ । ଆଜି ସନ୍ଧ୍ୟାରେ ବିଭିନ୍ନ ଜିଲ୍ଲା ଅଭିମୁଖେ ବାହାରିବେ ଏନଡ଼ିଆରଫ, ଓଡ୍ରାଫ ଓ ଅଗ୍ନିଶମ ଟିମ

ଜିଲ୍ଲାପାଳ ମାନେ ସ୍ଥିତି ସମୀକ୍ଷା କରି ଅପରାହ୍ନ ସୁଦ୍ଧା ରିପୋର୍ଟ ଦେବା ପରେ ଆବଶ୍ୟକତା ଅନୁଯାୟୀ ସରକାର ସହାୟତା ଯୋଗାଇ ଦେବେ । ମଧ୍ୟାହ୍ନରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି

  • Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026