ଯାତ୍ରୀବାହି ବସ ରୁ 7 ଲକ୍ଷ ଟଙ୍କାର ଗୁଟଖା ଜବତ

Spread the love

ବ୍ରହ୍ମପୁର : ଜେଏମଜେ ନ୍ୟୁଜ (ତପେନ୍ଦ୍ର ଡାକୁଆ ): ଏକ ଘରୋଇ ଯାତ୍ରୀବାହି ବସ ରୁ 7 ଲକ୍ଷ ଟଙ୍କାର ଗୁଟଖା ଜବତ କଲା ଗଜପତି ଜିଲ୍ଲା ଅଡବା ଥାନା ପୋଲିସ l କାମଧେନୁ ନାମକ ଘରୋଇ ବସ ବ୍ରହ୍ମପୁର ରୁ ଉମରକୋଟ ଯାଉଥିଲା l ଅଡବା ଥାନା ନିକଟରେ ପୋଲିସ ବସ କୁ ଯାଞ୍ଚ କରିଥିଲେ l ଯାଞ୍ଚ ପରେ 7 ଟି ବସ୍ତାରେ ବେଆଇନ ଭାବେ ଗୁଟଖା ଚାଲାଣ ହେଉଥିବା ଜଣାପଡିଥିଲା l ଚାଲାଣ ହେଉଥିବା ଗୁଟଖା ର କୌଣସି ବୈଧ କାଗଜ ପତ୍ର ନଥିବାରୁ ପୋଲିସ ଜବତ କରିଛି l

  • jmjnewso

    Related Posts

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ସ୍ଥାନୀୟ ଗାନ୍ଧିନଗରସ୍ଥିତ ପ୍ରଥମ ଗଳି ଏକ୍ସଟେନସନ ଅନିଲ କମର୍ସ ଇନଷ୍ଟିଚ୍ୟୁଟ ର ଅନିଲ୍ସ ଉତ୍ସବ ୨୦୨୬ ଗଞ୍ଜାମ କଳାପରିଷଦ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରହ୍ମପୁର ବିଧାୟକଙ୍କ ପ୍ରତିନିଧି…

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    Spread the love

    Spread the loveଧରାକୋଟ : ଜେଏମଜେ ନ୍ୟୁଜ : ଧରାକୋଟ ବ୍ଲକ ମାଣିକପୁର ପଞ୍ଚାୟତ ଢ଼ଉପଦା ଗାଁ ରେ ଦୁର୍ଘଟଣା l ନାବାଳିକା ଉପରେ ମାଡ଼ିଗଲା ଘରୋଇ ବସ୍ l ଘଟଣାସ୍ଥଳରେ ନାବାଳିକା ଙ୍କ ମୃତ୍ୟୁ l ବସ ନେଇ ଚମ୍ପଟ…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 31 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 38 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 34 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 31 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 12 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ