ବନ୍ୟା ଘେରରୁ ଛ ଜଣ ଚାଷୀଙ୍କୁ ଉଦ୍ଧାର କଲା ଅଗ୍ନିଶମ ବିଭାଗ

Spread the love

ଗୋଲାମୁଣ୍ଡା : ଜେଏମଜେ ନ୍ୟୁଜ : (ପିତାମ୍ବର ବେହେରା )/କଲାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରେଙ୍ଗସା ପାଲି ଗ୍ରାମପଞ୍ଚାୟତ ଅଧିନରେ ଥିବା କାର୍ଲ ଗ୍ରାମର ଛଅ ଜଣ ଚାଷୀ ବନ୍ୟା ପାଣିରେ ଫସି ରହିଥିବା ଦୃଶ୍ୟ ଅଞ୍ଚଳରେ ଚର୍ଚ୍ଚା ହୋଇ ଥିଲା, ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ ଆଜି ସକାଳ ସମୟରେ କାର୍ଲ ଗ୍ରାମର ଛଅ ଜଣ ଚାଷୀ ମାନେ ତେଲ ନଦୀ ଆର ପଟରେ ନିଜ ନିଜ ଜମି କୁ ଯାଇ ଥିବା ବେଳେ ହଟାତ ନଦୀରେ ଜଳସ୍ତର ବଢିବାରେ ଲାଗିଥିଲା, ଚାଷୀ ମାନେ ନିଜ ନିଜ ଘରକୁ ଆସି ନ ପାରିବାରୁ ଗୋଲାମୁଣ୍ଡା ବ୍ଲକ ଅଗ୍ନି ସମ ଵିଭାଗ ପକ୍ଷରୁ ହାବିଲଦାର ତ୍ରିଲୋଚନ ନାଇକ, ନୃପରାଜ ଶବର, ମୁରଲୀଧର ମାଝୀ, ରସେଭ ପଟେଲ, ମିଳନ କୁମାର ଗୌଡ଼, ମହେନ୍ଦ୍ର ମୁଣ୍ଡ ପ୍ରମୁଖ କୌଣସି ସୂଚନା ପାଇ ତୁରନ୍ତ ଘଟଣା ସ୍ଥଳରେ ଯାଇ ଫସି ରହିଥିବା ଚାଷୀ ସୁଶାନ୍ତ ବିଶ୍ୱାଳ, ବିଭୁତି ବୁଦ୍ଧିଆ, ଉମା ବୁଦ୍ଧିଆ, ଯୁଜେଷ୍ଟି ବୁଦ୍ଧିଆ, ନିରଞ୍ଜନ ହଂସ, ଓ ଘନଶ୍ୟାମ ବୁଦ୍ଧିଆ ଙ୍କୁ ଉଦ୍ଧାର କରି ଥିବାରୁ ଚାଷୀ ମାନେ ସୁରକ୍ଷିତ ଭାବେ ଘରକୁଫେରି ଥିଲେ।

ଉଦ୍ଧାର ସମୟରେ ଗୋଲାମୁଣ୍ଡା ବ୍ଲକ ଅତିରିକ୍ତ ତହସିଲଦାର ଅନୁଭବ ମହାନ୍ତି, ବୋର ଗୁଡା ଆର ଆଇ କ୍ଷମାନିଧି ନାଏକ,ଦଶ ପୁର ପୁଲିସ ଫାଣ୍ଡି OSAP SS BN, ମନରଞ୍ଜନ ଏକା,ହୋମଗାର୍ଡ ମହାଦେବ ସୁନାନି, ରେଙ୍ଗସାପାଳି ସରପଞ୍ଚ ଙ୍କ ପ୍ରତିନିଧି ସନ୍ତୋଷ ବୁଦ୍ଧିଆ ପ୍ରମୁଖ ଉପସ୍ଥିତ ରହିଥିଲେ, ଆସନ୍ତୁ ଦେଖିବା ବନ୍ୟା ପାଣିରେ ଅଗ୍ନି ସମ ଵିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଦୃଶ୍ୟ ଦେଖି ଅଞ୍ଚଳ ବାସୀ ଭୁରି ଭୁରି ପ୍ରଶଂସା କରିଥିଲେ,

  • jmjnewso

    Related Posts

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    Spread the love

    Spread the loveସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି ।…

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ (ଗଜାନନ ତ୍ରିପାଠୀ ): ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଆୟୋଜିତ ଉତ୍କଳ ସମ୍ମିଳନୀ ର ଆଲୋଚନା ସଭା ରେ ଗଞ୍ଜାମ ଜିଲ୍ଲାରେ ଥିବା ପ୍ରତ୍ୟେକ ଅନୁଷ୍ଠାନ ଓ ଦୋକାନ ମାନଙ୍କରେ ଓଡ଼ିଆ ଭାଷା…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 31 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 38 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 34 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 31 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 12 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ