ନବମ ଦିନରେ ପହଞ୍ଚିଲା ଶିକ୍ଷକଙ୍କ ଆନ୍ଦୋଳନ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଭୁବନେଶ୍ବର ଲୋୟର ପିଏମ୍‌ଜିରେ ଶିକ୍ଷକ ଓ ଅଧ୍ୟାପକଙ୍କ ଆନ୍ଦୋଳନ ଜାରି ରହିଛି । ନବମ ଦିନରେ ପହଞ୍ଚିଲାଣି ଶିକ୍ଷକଙ୍କ ଆନ୍ଦୋଳନ । ଧାରଣାରେ ବସିଛନ୍ତି ସ୍କୁଲ, କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତିର ଅଧ୍ୟାପକ । ଗୋଟିଏ ଥର ସରକାରଙ୍କ ସହ ଆଲୋଚନା କରିଥିଲେ । କିନ୍ତୁ ଆଲୋଚନା ବିଫଳ ହେବା ପରେ ଅହେରାତ୍ର ଧାରଣାରେ ବସିଛନ୍ତି।ଲିଖିତ ପ୍ରତିଶ୍ରୁତି ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନରୁ ହଟିବେନି ବୋଲି ଚେତାବନୀ ଦେଇଛନ୍ତି ।
ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଚାଲିଥିବା ଏହି ଆନ୍ଦୋଳନରେ ଏକାଠି ହୋଇଛନ୍ତି ଅଣଅନୁଦାନପ୍ରାପ୍ତ, ଅନୁଦାନପ୍ରାପ୍ତ ସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ, କର୍ମଚାରୀ । ସେପଟେ ରାଜଧାନୀ ରାଜରାସ୍ତାରେ ଶିକ୍ଷକ ମାନେ ଧାରଣା ଦେଇଥିବାରୁ ପ୍ରଭାବିତ ହୋଇଛି ପିଲାଙ୍କ ପାଠପଢ଼ା । ପାଳି ପାଳି କରି ଶିକ୍ଷକ ଧାରଣାସ୍ଥଳକୁ ଆସୁଥିବାରୁ ଅଳ୍ପ ଶିକ୍ଷକରେ ପାଠପଢ଼ା ଚାଲିଛି ।

  • jmjnewso

    Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 38 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 31 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 30 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 52 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 31 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 22 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି