ବାତ୍ୟା ପାଇଁ ସ୍କୁଲ ଛୁଟି ଘୋଷଣା : ଜିଲ୍ଲାପାଳଙ୍କୁ କ୍ଷମତା ଦେଇଛନ୍ତି ସରକାର..

Spread the love

ଜେଏମଜେ ବ୍ୟୁରୋ : ବାତ୍ୟା ସମୟରେ ଛୁଟି ହେଇପାରେ ବିଦ୍ୟାଳୟ । ବର୍ଷା ପବନକୁ ଦେଖି ସ୍କୁଲ ଛୁଟି ଘୋଷଣା କରିବେ ଜିଲ୍ଲାପାଳ । ତେବେ ସ୍କୁଲ ଛୁଟି ନେଇ ଜିଲ୍ଲାପାଳଙ୍କୁ କ୍ଷମତା ଦେଇଛନ୍ତି ସରକାର । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଗଣଶିକ୍ଷା ମନ୍ତ୍ରୀଙ୍କ କହିବା ମୁତାବକ, ଆବଶ୍ୟକସ୍ଥଳେ ସ୍କୁଲଗୁଡିକୁ ବାତ୍ୟା ଆଶ୍ରୟସ୍ଥଳୀ କରାଯିବ । ପିଲାଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯାଉଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • Related Posts

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    Spread the love

    Spread the loveଭୁବନେଶ୍ୱର :ଜେଏମଜେ ନ୍ୟୁଜ : ଦଳି ଆଦେଶ ମିଳିବା ମାତ୍ରେ ତାହାକୁ ପାଳନ କରିବାକୁ ପଡ଼ିବ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସବୁ ବିଭାଗ ଓ ଜିଲାପାଳଙ୍କୁ କଡ଼ା ଚିଠି । ପ୍ରତିବର୍ଷ ଏପ୍ରିଲ ୧୫ରୁ ଜୁନ…

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    Spread the love

    Spread the loveଭୁବନେଶ୍ୱର, ୨୧।୪ : ଭାରତୀୟ ସମ୍ବିଧାନର ଦଶମ ଅନୁସୂଚୀ ଅନୁଯାୟୀ ବିଧାନସଭା ଅଧ୍ୟକ୍ଷଙ୍କ କ୍ଷମତା ଓ ଦାୟିତ୍ୱର ସମୀକ୍ଷା ପାଇଁ ପୁରୀଠାରେ ବାଚସ୍ପତି କମିଟି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ରାହୁଲ ସୁରେଶ ନରୱେକର…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!