ବୁଗୁଡ଼ାରେ ଶ୍ରୀବଳଦେବ ସ୍ୱାମୀଙ୍କ ଜନ୍ମୋତ୍ସବ ପାଳିତ

Spread the love

ବୁଗୁଡ଼ା: ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ବଳଦେବ ମନ୍ଦିର ପ୍ରାଙ୍ଗଣରେ ଶ୍ରାବଣ ପୂର୍ଣ୍ଣିମା ତଥା ଗହ୍ମା ପୂର୍ଣ୍ଣିମା ପବିତ୍ର ଅବସରରେ ବଡ଼ ଠାକୁର ଶ୍ରୀ ବଳଦେବ ସ୍ୱାମୀଙ୍କ ଜନ୍ମୋତ୍ସବ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଉତ୍ସାହର ସହ ପାଳିତ ହୋଇଯାଇଛି।ଏହି ଅବସରରେ ପ୍ରାତଃ କାଳରୁ ମନ୍ଦିରରେ ଠାକୁରଙ୍କ ଅବକାଶ, ମଙ୍ଗଳ ଆଳତୀ, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଥିଲା।

ପୂର୍ବାହ୍ନରେ ଶ୍ରୀବଳଦେବଙ୍କ ଜନ୍ମବିଧି ପାଳନ ସହ ରୋଷ ହୋମ, ପଞ୍ଚାମୃତ, ଏବଂ ବିଶେଷ ପୂଜାର୍ଚ୍ଚନା ଯଥା ରୀତିନୀତି ଅନୁସାରେ ସମ୍ପନ୍ନ ହୋଇଥିଲା।ଜନ୍ମୋତ୍ସବର ମୁଖ୍ୟ ଆକର୍ଷଣ ଭାବେ ମନ୍ଦିର ପ୍ରାଙ୍ଗଣରେ ଦୁରାଚାରୀ ପ୍ରଳମ୍ବା ଅସୁରର ଏକ ବାଲୁକା ପ୍ରତିମୂର୍ତ୍ତି ନିର୍ମାଣ କରାଯାଇ ପରାମ୍ପରିକ ବିଧିରେ ‘ପ୍ରଳମ୍ବାସୁର ବଧ’ ପର୍ବ ପାଳନ କରାଯାଇଥିଲା। ଏହି ନୀତି ଦେଖିବା ପାଇଁ ଏବଂ ଶ୍ରୀବଳଦେବଙ୍କ ଦର୍ଶନ ନିମନ୍ତେ ପ୍ରାତଃରୁ ମନ୍ଦିରରେ ବହୁ ସଂଖ୍ୟକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା।

  • jmjnewso

    Related Posts

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    Spread the love

    Spread the loveବୁଗୁଡ଼ା,୧୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଏନଏସିର ଓ୍ବାର୍ଡ ନଂ-୩ ଅନ୍ତର୍ଗତ ଅରବିନ୍ଦ ନଗର ତୃତୀୟ ଲାଇନରୁ ପରିବା ବଜାରକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏନ୍ଏସି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଥିବା ଏହି…

    ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ

    Spread the love

    Spread the loveଭଞ୍ଜନଗର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 15 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 44 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 31 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 50 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା