ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ପପଙ୍ଗା କଲୋନୀରେ ରକ୍ଷାବନ୍ଧନ ଉତ୍ସବ ପାଳିତ

Spread the love

ବରଗଡ଼ : ଜେଏମଜେ ନ୍ୟୁଜ : (କ୍ଷମାନିଧି ବଣ୍ଡୁକି ): ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର, ପପଙ୍ଗା କଲୋନୀ ପରିସରରେ ଆଜି ରକ୍ଷାବନ୍ଧନ ଉତ୍ସବ ଆନନ୍ଦ ଓ ଉତ୍ସାହର ସହିତ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାନନୀୟ ଉମାକାନ୍ତ ମେଣ୍ଡଲୀ ଯୋଗଦେଇ ଉତ୍ସବର ଶୋଭା ବର୍ଦ୍ଧନ କରିଥିଲେ।
କାର୍ଯ୍ୟକ୍ରମରେ କୁନି ମହାକୁର ଓ ଟ୍ୱୀଙ୍କିଲ ବେହେରା ବକ୍ତବ୍ୟ ପ୍ରଦାନ କରି ରକ୍ଷାବନ୍ଧନର ମହତ୍ତ୍ୱ ଓ ଭାଇଚାରାର ବାର୍ତ୍ତା ଉପସ୍ଥାପନ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପ୍ରକାଶଚନ୍ଦ୍ର ଦଲେଇ ଧନ୍ୟବାଦ ଅର୍ପଣ କରିଥିଲେ।
ଉତ୍ସବର ପରିଚାଳନାରେ ମାନ ରଣା, ସୁଜାତା, ଅନିମା ଓ ସସ୍ମିତା ଗୁରୁମା ସକ୍ରିୟ ଭୂମିକା ଗ୍ରହଣ କରିଥିଲେ। ବିଦ୍ୟାଳୟର ଗୁରୁମା କଲ୍ୟାଣୀ, ବୀଣା, ସୂର୍ଯ୍ୟକାନ୍ତି ସୁନୀତି , ରମ୍ଭା, ପାୟଲ, ସୀମା ସବିତା ମମତା , ସନ୍ତୋଷ ଗୁରୁଜୀ ରଜନୀ ଗୁରୁଜୀ ଓ ସେବିକାଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସୁଚାରୁ ରୂପେ ସମ୍ପନ୍ନ ହୋଇଥିଲା।
ଏହି ଅବସରରେ ଶିଶୁମାନେ ଓ ଗୁରୁଜୀ-ଗୁରୁମାମାନେ ନଗର ପରିକ୍ରମା କରି ବିଭିନ୍ନ ସ୍ଥାନରେ ରାକ୍ଷୀ ବାନ୍ଧି ଭାଇଚାରା, ସ୍ନେହ, ସୁରକ୍ଷା ଓ ସାମାଜିକ ଏକତାର ବାର୍ତ୍ତା ପ୍ରଚାର କରିଥିଲେ।
ସମଗ୍ର କାର୍ଯ୍ୟକ୍ରମଟି ଅତ୍ୟନ୍ତ ଶୃଙ୍ଖଳିତ, ଆନନ୍ଦମୟ ଓ ଉତ୍ସାହପୂର୍ଣ୍ଣ ପରିବେଶରେ ସମାପ୍ତ ହୋଇଥିଲା।

  • jmjnewso

    Related Posts

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    Spread the love

    Spread the loveବୁଗୁଡ଼ା,୧୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଏନଏସିର ଓ୍ବାର୍ଡ ନଂ-୩ ଅନ୍ତର୍ଗତ ଅରବିନ୍ଦ ନଗର ତୃତୀୟ ଲାଇନରୁ ପରିବା ବଜାରକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏନ୍ଏସି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଥିବା ଏହି…

    ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ

    Spread the love

    Spread the loveଭଞ୍ଜନଗର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 16 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 45 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 32 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 52 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା