ରାଜ୍ୟର ୧ କୋଟି ୩ ଲକ୍ଷ ୨୬ହଜାର ୧୬୨ ହିତାଧିକାରୀଙ୍କୁ ଗଲା ସୁଭଦ୍ରା ଟଙ୍କା।

Spread the love

ନୟାଗଡ : ଜେଏମଜେ ନ୍ୟୁଜ : ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର ସୁଭଦ୍ରା ମେଳାରେ ରାଜ୍ୟର ୧ କୋଟି ୩ ଲକ୍ଷ ୨୬ହଜାର ୧୬୨ ହିତାଧିକାରୀଙ୍କୁ ୫ ହଜାର କୋଟିରୁ ଅଧିକ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।ଏଥିରେ ନୟାଗଡ଼ ଜିଲାର ୨ଲକ୍ଷ ୩୩ହଜାର ୫୮୫ ହିତାଧିକାରୀ ଅଛନ୍ତି। ଏ ଅବସରରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲା ସୁଭଦ୍ରା ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି।


ନୟାଗଡ଼ ଜିଲାର ଲାଠିପଡ଼ା ଠାରେ ଚାଲିଥିବା ରାଜ୍ୟ ସ୍ତରୀୟ ଶୁଭଦ୍ରା ମେଳାର କାର୍ଯ୍ୟକ୍ରମକୁ ଅନ୍ୟ ଜିଲାର ହିତାଧିକାରୀମାନେ ଲାଇଭ ଷ୍ଟ୍ରିମିଂ ମାଧ୍ୟମରେ ଦେଖିପାରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ପୁରୀ ଏମ୍‌ପି ସମ୍ବିତ ପାତ୍ର, କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, କଟକ ଏମ୍‌ପି, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ।
ପ୍ରକାଶ ଥାଉକି ମୁଖ୍ୟମନ୍ତ୍ରୀ ଆସିବା ପୂର୍ବରୁ ବିଜେଡି ନେତାଙ୍କୁ ପୋଲିସ ଉଠାଇ ନେବାରୁ ଉତ୍ତେଜନା ପ୍ରକାଶ ପାଇଥିଲା। ପ୍ରତିବାଦରେ ବିଜେଡି ସରପଞ୍ଚ ଓ ସମିତି ସଭ୍ୟ ନୟାଗଡ଼ ସଦର ଥାନା ଘେରାଉ କରିଛନ୍ତି।

  • jmjnewso

    Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 16 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 45 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 32 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 52 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା