ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନତା

Spread the love

ପୁରୁଷୋତ୍ତମପୁର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ କୁମାର ନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି।
ଏହି ଅବସରରେ ପୁରୁଷୋତ୍ତମପୁର ଥାନା ଆଇଆଇସି କୁଳମଣି ସେଠୀ, ଛତ୍ରପୁର ସାଇବରଥାନା ଇନ୍ସପେକ୍ଟର ଜ୍ୟୋତିରଞ୍ଜନ ବେହେରା, ଓକିଲ ସଂଘ ସଭାପତି ପ୍ରକାଶ ଚନ୍ଦ୍ର ତ୍ରିପାଠୀ, ବରିଷ୍ଠ ନାଗରିକ ସଂଘ ସଭାପତି ପ୍ରଫୁଲ୍ଲ କୁମାର ରଥ, ସମ୍ପାଦକ ଏ.ରାଜୁଗୋପାଳ ରାଓ, ସାଇବରଥାନା ଏଏସ୍‌ଆଇ କିରଣ ପାତ୍ର ଯୋଗଦେଇ ଡିଜିଟାଲ ଆରେଷ୍ଟକଣ, ସାଇବର ଅପରାଧୀମାନେ ଦିନକୁଦିନ ସକ୍ରିୟ ହୋଇ ଉଠିବାରେ ଲାଗିଛନ୍ତି।ଏଥିରେ ବିଶେଷକରି ବରିଷ୍ଠ ନାଗରିକମାନେ କିଭଳି ଶିକାର ହୋଇ ସର୍ବସ୍ବାନ୍ତ ହେବାରେ ଲାଗିଛନ୍ତି। ଏଣୁ କିପରି ଏଥିରୁ ରକ୍ଷା ପାଇବେ ସେଥିନେଇ ବିଭିନ୍ନ ସଚେତନତା କରାଇଥିଲେ। ଏହାକୁ ଏସ୍‌ଆଇ ଦେବାଶିଷ ମିଶ୍ର ସଂଯୋଜନା କରିଥିବାବେଳେ ଏସ୍‌ଆଇ ସୁଶାନ୍ତ କୁମାର ମିଶ୍ର,ଏଏସ୍‌ଆଇ କିରଣ କୁମାର ବକ୍ସି ଓ ପୁରୁଷୋତ୍ତମପୁର ଥାନାର କର୍ମଚାରୀମାନେ ପରିଚାଳନା କରିଥିଲେ।

  • jmjnewso

    Related Posts

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    Spread the love

    Spread the loveବୁଗୁଡ଼ା,୧୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଏନଏସିର ଓ୍ବାର୍ଡ ନଂ-୩ ଅନ୍ତର୍ଗତ ଅରବିନ୍ଦ ନଗର ତୃତୀୟ ଲାଇନରୁ ପରିବା ବଜାରକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏନ୍ଏସି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଥିବା ଏହି…

    ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ

    Spread the love

    Spread the loveଭଞ୍ଜନଗର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 16 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 45 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 32 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 52 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା