ଜେଲ ଆଗରେ ବିଜେଡି ନେତାଙ୍କ ଭିଡ଼

Spread the love

ବ୍ରହ୍ମପୁର : ଜେଏମଜେ ନ୍ୟୁଜ (ତପେନ୍ଦ୍ର ଡାକୁଆ ): ବିକ୍ରମଙ୍କୁ ସ୍ୱାଗତ ପାଇଁ ବିଜୁ ଜନତା ଦଳର ଶୀର୍ଷ ନେତୃ ମଣ୍ଡଳୀ ଓ ଜିଲ୍ଲା ବିଜେଡି ର ବହୁ ବରିଷ୍ଠ ନେତାଙ୍କ ଜେଲ ସାମନାରେ ଭିଡ।କାହାକୁ ଗିରଫ କରିବା ବେଳେ ପୋଲିସ ତାଙ୍କୁ କେଉଁ ଅଭିଯୋଗଏବଂ କେଉଁ କାରଣରେ ଗିରଫ କରୁଛି, ତାହା ସ୍ପଷ୍ଟ ଭାବେ ଜଣାଇବା ଆଇନଗତ ଦାୟିତ୍ୱ। କିନ୍ତୁ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ମାମଲାରେ ପୋଲିସ ଗିରଫ ସମୟରେ ତାଙ୍କୁ ଗିରଫର କାରଣ ସୂଚନା ଦେଇନଥିଲା ବୋଲି ହାଇକୋର୍ଟ କହିଛନ୍ତି।

ବିକ୍ରମ ପଣ୍ଡା ଙ୍କୁ ସ୍ୱାଗତ କରିବା ପାଇଁ ପୂର୍ବତନ ମନ୍ତ୍ରୀ ଦେବୀ ମିଶ୍ର ଏବଂ ପ୍ରତାପ ଜେନା ବ୍ରହ୍ମପୁର ଜେଲ ଆଗରେ ଅପେକ୍ଷା କରିଥିବା ଜଣାଯାଇଛି

  • jmjnewso

    Related Posts

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ ଓ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 15 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 44 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 31 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 50 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା