୧୪ ଜିଲ୍ଲାରେ ସ୍କୁଲ ବନ୍ଦ ଘୋଷଣା କଲେ ରାଜ୍ୟ ସରକାର

Spread the love

ଜେଏମଜେ ବ୍ୟୁରୋ :ଓଡିଶା ମୁହାଁ ବାତ୍ୟା ଦାନା । ୧୪ ଜିଲ୍ଲାରେ ସ୍କୁଲ ବନ୍ଦ ଘୋଷଣା କଲେ ରାଜ୍ୟ ସରକାର..
ବାତ୍ୟା ଦାନାକୁ ଆଖି ଆଗରେ ରଖି ସ୍କୁଲ ଛୁଟି ଘୋଷଣା କରିଛନ୍ତି ସରକାର । ବାତ୍ୟା ପ୍ରଭାବିତ ୧୪ ଜିଲ୍ଲାରେ ଆସନ୍ତା ୨୩ ତାରିଖରୁ ୨୫ ତାରିଖ ପର୍ୟ୍ୟନ୍ତ ସ୍କୁଲ ବନ୍ଦ ରହିବ ବୋଲି ସରକାର ଘୋଷଣା କରିଛନ୍ତି ସମ୍ଭାବ୍ୟ ବାତ୍ୟା ସମୟରେ ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଏହାକୁ ଆଖି ଆଗରେ ରଖି ୧୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି ।ଗଞ୍ଜାମ ସହିତ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝରରେ ବନ୍ଦ ରହିବ ସ୍କୁଲ । ଏହାସହ ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ ଓ କଟକରେ ମଧ୍ୟ ସ୍କୁଲ ବନ୍ଦ ରହିବ । ଆସନ୍ତା ୨୩ ତାରିଖରୁ ୨୫ ତାରିଖ ପର୍ୟ୍ୟନ୍ତ ଏହି ସବୁ ଜିଲ୍ଲାରେ ସ୍କୁଲ ବନ୍ଦ ରହିବ ବୋଲି ସରକାର ଘୋଷଣା କରିଛନ୍ତି ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • Related Posts

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ‘ନୂଆଁଖାଇ’ ଉତ୍ସବ ପାଳନ କରାଯିବ । ଏଥିଲାଗି ସ୍ୱତନ୍ତ୍ର ଡକରା ପାଇ ନୂଆଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ୫ଟି ସାଂସ୍କୃତିକ ଦଳ । ସେ ଭିତରେ ରହିଛନ୍ତି ଅବିଭକ୍ତ…

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    Spread the love

    Spread the loveସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି ।…

    Leave a Reply

    Your email address will not be published. Required fields are marked *

    You Missed

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 13 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 31 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 38 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର