ସିଡ଼ି ସ୍ଲାବ୍ ଭୁଶୁଡ଼ି ଶ୍ରମିକଙ୍କ ଶୋଚନୀୟ ମୃତ୍ୟୁ: ଉତ୍ତେଜନା, କ୍ଷତିପୂରଣ ଦାବି

Spread the love

ନୂଆପଡା : ଜେଏମଜେ ନ୍ୟୁଜ (ପରମେଶ୍ୱର ମେହେର ): ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ଚନାବେଡ଼ା ଗ୍ରାମ ରେ ନିର୍ମାଣାଧୀନ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଲ ସିଡ଼ି ସ୍ଲାବ୍ ଭୁଶୁଡ଼ି ଶ୍ରମିକଙ୍କ ଶୋଚନୀୟ ମୃତ୍ୟୁ: ଉତ୍ତେଜନା, କ୍ଷତିପୂରଣ ଦାବି କରିଥିଲେ। ନିର୍ମାଣାଧୀନ କୋଠାର କଂକ୍ରିଟ୍ ସିଡ଼ି ସ୍ଲାବ୍ ହଠାତ୍ ଭୁଶୁଡ଼ି ପଡ଼ିବାରୁ ଜଣେ ଆଦିବାସୀ ଗରିବ ଦିନ ମଜୁରିଆ ଶ୍ରମିକଙ୍କର ଚାପି ହୋଇ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ଖଡ଼ିଆଳ ଏନ୍‌ଏସି ଅନ୍ତର୍ଗତ ୧୧ ନମ୍ବର ୱାର୍ଡର ବାସିନ୍ଦା ଋଷିକେ ଶବର (୪୫) ବୋଲି ଚିହ୍ନଟ ହୋଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ଋଷିକେ ଶବର ଆଜି ଚନାବେଡ଼ା ଗ୍ରାମର ଜଣେ ବେହେରା ବ୍ୟକ୍ତିଙ୍କ ନିର୍ମାଣାଧୀନ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କୋଠା ଘରେ ଦୈନିକ ମଜୁରିଆ ଭାବେ କାର୍ଯ୍ୟ କରୁଥିଲେ। କାମ ଚାଲୁଥିବା ସମୟରେ ସେ ସିଡ଼ି ତଳେ ଲାଗିଥିବା ସେଣ୍ଟ୍ରିଂ ପ୍ଲେଟ୍ ଏବଂ ଭାରା ଖୋଲୁଥିଲେ। ଏହି ସମୟରେ କୌଣସି କାରଣରୁ ଅପ୍ରତ୍ୟାଶିତ ଭାବେ ସମ୍ପୂର୍ଣ୍ଣ କଂକ୍ରିଟ୍ ସିଡ଼ି ସ୍ଲାବ୍‌ଟି ଭୁଶୁଡ଼ି ତାଙ୍କ ଉପରେ ପଡ଼ିଯାଇଥିଲା। ଫଳରେ ବିରାଟ ସ୍ଲାବ୍ ତଳେ ସେ ଗୁରୁତର ଭାବେ ଚାପି ହୋଇ ରହିଯାଇଥିଲେ। ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର କରିଥିଲେ।ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ଖଡ଼ିଆଳ ଉପଖଣ୍ଡ ଡାକ୍ତରଖାନାକୁ ନିଆଯାଇଥିଲା, ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

  • jmjnewso

    Related Posts

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    Spread the love

    Spread the loveବୁଗୁଡ଼ା,୧୨/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ଆସନ୍ତା ଗଣେଶ ପୂଜା ଓ ବିସର୍ଜନ ଉତ୍ସବକୁ ଶାନ୍ତିଶୃଙ୍ଖଳା ପରିସ୍ଥିତି ବଜାୟ ରଖି ପାଳନ କରିବା ନେଇ ଆଜି ବୁଗୁଡ଼ା ଥାନା ପରିସରରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    Spread the love

    Spread the loveବୁଗୁଡ଼ା,୧୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଏନଏସିର ଓ୍ବାର୍ଡ ନଂ-୩ ଅନ୍ତର୍ଗତ ଅରବିନ୍ଦ ନଗର ତୃତୀୟ ଲାଇନରୁ ପରିବା ବଜାରକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏନ୍ଏସି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଥିବା ଏହି…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 37 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 30 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 27 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 44 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 30 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 21 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି