ପ୍ରକାଶ ପାଇଲା ଓଟିଇଟି-୨୦୨୬ ରେଜଲ୍ଟ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଲା ଓଟିଇଟି-୨୦୨୬ ରେଜଲ୍ଟ । ମୋଟ ପାସ ହାର ୬୪.୪୮ ପ୍ରତିଶତ ରହିଛି । ପରୀକ୍ଷା ପାଇଁ ୯୭ ହଜାର ୧୫୧ ଜଣ ଆବେଦନ କରିଥିଲେ । ସେଥିରୁ ୫୩ ହଜାର ୩୧୪ ଜଣ କୃତକାର୍ଯ୍ୟ ହୋଇଛନ୍ତି ।ଗତ ଜୁଲାଇ ୫ ତାରିଖରେ ହୋଇଥିଲା ଏହି ପରୀକ୍ଷା । ପେପର-୧ ଓ ପେପର-୨କୁ ମିଶାଇ ମୋଟ ୯୭ ହଜାର ୧୫୧ ଜଣ ପ୍ରାର୍ଥୀ ପଞ୍ଜୀକରଣ କରିଥିଲେ ।୧୨ ହଜାର ୪୨୦ ଜଣ ଅନୁପସ୍ଥିତ ଥିଲେ । ମୋଟ ପାସ୍ ହାର ୬୪.୪୮ ପ୍ରତିଶତ ରହିଥିବା ବେଳେ ପେପର-୧ରେ ପାସ୍ ହାର ୬୮.୨୮ ଓ ପେପର-୨ରେ ୬୦.୬୮ ପ୍ରତିଶତ ରହିଛି ।ସେହିପରି କୃତକାର୍ଯ୍ୟ ପ୍ରାର୍ଥୀମାନେ ଆସନ୍ତା ସେପ୍ଟେମ୍ବର ୭ ତାରିଖ ସକାଳ ୧୧ଟାରୁ ଡିଜିଟାଇଜ୍ଡ ସାର୍ଟିଫିକେଟ୍ ଡାଉନଲୋଡ୍ କରିପାରିବେ । ଅନ୍ୟପକ୍ଷରେ ଯେଉଁ ପ୍ରାର୍ଥୀମାନେ OTETରେ କୃତକାର୍ଯ୍ୟ ହୋଇନାହାନ୍ତି, ସେମାନେ ନିଜ OMR ଆନ୍ସର ସିଟ୍ ମଧ୍ୟ ଡାଉନଲୋଡ୍ କରିପାରିବେ । ସେପ୍ଟେମ୍ବର ୫ରୁ ୧୨ ତାରିଖ ମଧ୍ୟରେ ବୋର୍ଡ ୱେବସାଇଟରୁ OMR ଆନ୍ସର ସିଟ୍ ଉପଲବ୍ଧ ହେବ ।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ