ଛତ୍ରପୁର ପୌର ପରିଷଦ ଉପାଧ୍ୟକ୍ଷଙ୍କ ସହ ବିଜେଡି ଛାଡ଼ିଲେ ୧୦ କାଉନସିଲର

Spread the love

ଛତ୍ରପୁର : ଜେଏମଜେ ନ୍ୟୁଜ : ଗଞ୍ଜାମ ଛତ୍ରପୁରରେ ବିଜେଡିକୁ ବଡ଼ ଝଟକା । ଛତ୍ରପୁର ପୌର ପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ କାଉନସିଲର ଛାଡିଲେ ବିଜେଡି। ଆଜି ସମସ୍ତେ ବିଜେପିରେ ଯୋଗଦେବାକୁ ଯାଉଛନ୍ତି। ଛତ୍ରପୁର ସର୍କିଟ ହାଉସରୁ ବାହାରି ଏମାନେ ସମସ୍ତେ ଭୁବନେଶ୍ୱର ଅଭିମୁଖେ ଯାଇ ବିଜେପିରେ ସାମିଲ ହେବେ। ଛତ୍ରପୁର ପୌରପରିଷଦରେ ମୋଟ ୧୪ଟି ୱାର୍ଡ ରହିଛି।ପୂର୍ବରୁ ଏଠାରେ ୧୦ଟି ବିଜେଡି, ୩ଟି ବିଜେପି ଏବଂ ଜଣେ ସ୍ୱାଧୀନ କାଉନସିଲର ଥିଲେ। ପରେ ସ୍ୱାଧୀନ କାଉନସିଲର ଜଣକ ବିଜେଡିରେ ଯୋଗଦେଇଥିଲେ। ଯାହାକି ମୋଟ ୧୧ ଜଣ ହୋଇଥିଲେ। ଏହି ୧୧ ଜଣଙ୍କ ମଧ୍ୟରୁ ଏବେ ୧୦ ଜଣ କାଉନସିଲର ବିଜେଡି ଛାଡ଼ି ପଦ୍ମ ଶିବର ମୁହାଁ ହୋଇଛନ୍ତି। ଆଜି ସମସ୍ତେ ଭୁବନେଶ୍ୱର ରେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେବେ।

  • jmjnewso

    Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 37 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 30 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 27 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 44 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 30 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 21 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି