ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ: ସମସ୍ତ DEO ଙ୍କୁ ଗଣଶିକ୍ଷା ବିଭାଗ ର ଚିଠି

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ (DEO)ଙ୍କୁ ସ୍ବତନ୍ତ୍ର ଚିଠି ଲେଖି ଆବଶ୍ୟକ ନିର୍ଦ୍ଦେଶନାମା ଜାରି କରିଛନ୍ତି।ଚଳିତ ବର୍ଷ ଗୁରୁ ଦିବସ ପାଳନ ଅବସରରେ ଏକ ନୂତନ ପଦକ୍ଷେପ ସ୍ବରୂପ ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ବିଶେଷ ଭାବରେ ସମ୍ମାନିତ କରାଯିବ।ପ୍ରତ୍ୟେକ ସ୍କୁଲ ନିଜ ନିକଟବର୍ତ୍ତୀ ଅଞ୍ଚଳରେ ରହୁଥିବା ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ସାଦର ନିମନ୍ତ୍ରଣ କରି କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏଥିସହିତ, ଜିଲାୱାରୀ ସମସ୍ତ ସ୍କୁଲରେ ଆୟୋଜିତ ହେବାକୁ ଥିବା ଏହି ଗୁରୁ ଦିବସ କାର୍ଯ୍ୟକ୍ରମର ଫଟୋଚିତ୍ରଗୁଡ଼ିକୁ ଓସେପା (OSEPA) କାର୍ଯ୍ୟାଳୟକୁ ପଠାଇବା ପାଇଁ DEOମାନଙ୍କୁ ଦାୟିତ୍ୱ ଦିଆଯାଇଛି। ଗୁରୁ-ଶିଷ୍ୟ ପରମ୍ପରାକୁ ଆହୁରି ସୁଦୃଢ଼ କରିବା ଏବଂ ଅବସରପ୍ରାପ୍ତ ଶିକ୍ଷକମାନଙ୍କ ଅତୁଳନୀୟ ଯୋଗଦାନକୁ ସ୍ବୀକୃତି ଦେବା ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ବୋଲି କୁହାଯାଇଛି.

  • jmjnewso

    Related Posts

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    Spread the love

    Spread the love କଟକ :  ଜେଏମଜେ ନ୍ୟୁଜ : ବାତ୍ୟା ଅର୍ଣ୍ଣବ ସତ୍ତ୍ୱେ ଚାଲିବ ମାଧ୍ୟମିକ ଶିକ୍ଷା ପରିଷଦର ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା। କିନ୍ତୁ ୫ ଟି ଜିଲ୍ଲାରେ ବୋର୍ଡ ପକ୍ଷରୁ ଖାତା ଦେଖା ସ୍ଥଗିତ…

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ଏ ନେଇ ସମୀକ୍ଷା ମଧ୍ୟ କରିଛନ୍ତି । ଏସ୍ଆର୍ସି କହିଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ