ଗ୍ରାମୀଣ ମେଗା ପାନୀୟଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କଲେ ଜିଲାପାଳ

Spread the love

ଛତ୍ରପୁର : ଜେଏମଜେ ନ୍ୟୁଜ : ଜିଲାରେ ଜଳ ଓ ପରିମଳ ମିଶନ ପକ୍ଷରୁ ଚାଲିଥିବା ଗ୍ରାମୀଣ ମେଗା ପାନୀୟଜଳ ଯୋଗାଣ ପ୍ରକଳ୍ପର ଅଗ୍ରଗତି ନେଇ ଛତ୍ରପୁର ସ୍ଥିତ ଜିଲାପାଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ପ୍ରକଳ୍ପର ବର୍ତ୍ତମାନ ସ୍ଥିତି ଓ ଅଗ୍ରଗତି ସମୀକ୍ଷା କରାଯାଇ ଅବଶିଷ୍ଟ କାର୍ଯ୍ୟଗୁଡ଼ିକୁ ତ୍ୱରିତ ସମାପ୍ତ କରି ନିର୍ଦ୍ଧାରିତ ସମୟରେ ଗ୍ରାମାଞ୍ଚଳବାସୀଙ୍କୁ ନିରବଚ୍ଛିନ୍ନ ପାନୀୟଜଳ ସୁବିଧା ଯୋଗାଇଦେବାକୁ ଜିଲାପାଳ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଏଥିରେ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

  • jmjnewso

    Related Posts

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    Spread the love

    Spread the loveଜେଏମଜେ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ପ୍ରସ୍ତୁତିର ସମୀକ୍ଷା ନିମନ୍ତେ ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା କଳିଙ୍ଗା ଘାଟିର ବିଭିନ୍ନ ଭୂସ୍ଖଳନ ସ୍ଥାନ ପରିଦର୍ଶନ କରିଥିଲେ । ଏହି…

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    Spread the love

    Spread the loveଜେଏମଜେ ବ୍ୟୁରୋ : ବାତ୍ୟା ଅର୍ଣ୍ଣବକୁ ନେଇ ସଜାଗ ଗଞ୍ଜାମ ଜିଲ୍ଲା ପ୍ରଶାସନ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛି ପ୍ରଶାସନ । ବାତ୍ୟା ଆଶ୍ରୟସ୍ଥଳୀରେ କିଭଳି ରହିଛି ବ୍ୟବସ୍ଥା? ଜରୁରୀକାଳୀନ ପରିସ୍ଥିତିରେ…

    Leave a Reply

    Your email address will not be published. Required fields are marked *

    You Missed

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ