ପବିତ୍ର ଗୁରୁ ଦିବସରେ ପୂଜ୍ୟ ଗୁରୁଙ୍କୁ ଭକ୍ତିପୂତ ପ୍ରଣାମ

Spread the love

ଗୁରୁବ୍ରହ୍ମା ଗୁରୁବିଷ୍ଣୁ
ଗୁରୁଦେବ ମହେଶ୍ବର
ଗୁରୁ ସାକ୍ଷାତ ପରମବ୍ରହ୍ମ
ତସ୍ମୈ ଶ୍ରୀଗୁରବେ ନମଃ.🙏

ଆଜି ହେଉଛି ପବିତ୍ର ଗୁରୁଦିବସ । ଏହି ଦିବସରେ ଭାରତୀୟ ମହାନ୍ ଗୁରୁ ପରମ୍ପରାର ସ୍ମୃତି ସ୍ୱରୂପ ଗୁରୁଙ୍କୁ ପୂଜନ କରବାର ନଜିର ରହିଛି । ଡକ୍ଟର ସର୍ବପଲ୍ଲୀ ରାଧା କ୍ରିଷ୍ଣନଙ୍କ ଜନ୍ମ ଦିବସକୁ ସାରା ଦେଶରେ ଗୁରୁଦିବସ ଭାବେ ପାଳନ କରାଯାଉଛି ।

1888 ମସିହା ସେପ୍ଟେମ୍ୱର ୫ ତାରିଖରେ ତାମିଲନାଡୁର ତରୁୱଲି ଜିଲ୍ଲାର ତିରୁଟ୍ଟନୀରେ ଜନ୍ମ ଗ୍ରହଣ ଡା.ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ କରିଥିଲେ । ଭାରତର ପୂର୍ବ ରାଷ୍ଟ୍ରପତି ଡା.ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିନ ଅବସରରେ ତାଙ୍କ ସ୍ମୃତିରେ ଆଜିର ଦିନ ସେପ୍ଟେମ୍ବର ୫କୁ ସାରା ଭାରତ ବର୍ଷରେ ଗୁରୁ ଦିବସ ରୂପେ ପାଳନ କରାଯାଏ।

ତାଙ୍କର ଜନ୍ମ ଦିବସକୁ ସାରା ଦେଶ ଗୁରୁଦିବସ ଭାବେ ପାଳନ କରୁଛି । ଏହି ଦିବସରେ ଭାରତୀୟ ମହାନ୍ ଗୁରୁ ପରମ୍ପରାର ସ୍ମୃତି ସ୍ୱରୂପ ଗୁରୁଙ୍କୁ ପୂଜନ କରବାର ନଜିର ରହିଛି । ଡା. ରାଧାକ୍ରିଷ୍ଣନ୍‌ ଏକାଧାରାରେ ଥିଲେ ଜଣେ ମହାନ୍‌ ଶିକ୍ଷାବିତ୍‌, ଦାର୍ଶନିକ ତଥା ରାଜନୈତିଜ୍ଞ। ଭାରତୀୟ ସଂସ୍କୃତିକୁ ଦେଶ ବିଦେଶରେ ପ୍ରଚାର ପ୍ରସାର କରିବା ପାଇଁ ସେ ବିଭିନ୍ନ କାର୍ଯ୍ୟକ୍ରମମାନ ହାତକୁ ନେଇଥିଲେ।
ଗୁରୁଙ୍କୁ ନମଣିବ ନର, ଗୁରୁ ହିଁ ସାକ୍ଷାତ ଇଶ୍ୱର

ସମସ୍ତ ବନ୍ଧୁଙ୍କୁ ପବିତ୍ର ଗୁରୁ ଦିବସର ହାର୍ଦ୍ଦିକ ଅଭିନନ୍ଦନ ସହ ପୂଜ୍ୟ ଗୁରୁଜନ ଙ୍କୁ ହୃଦୟରୁ ପ୍ରାଣମ।

  • jmjnewso

    Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 16 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 45 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 32 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 52 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା