ବିଭିନ୍ନ ଦାବୀ ନେଇ କବିସୂର୍ଯ୍ୟନଗର ବିଡ଼ିଓ ଙ୍କୁ ଦାବୀ ପତ୍ର ଦେଲେ ଶହ ଶହ EC ସଭ୍ୟା

Spread the love

କବିସୂର୍ଯ୍ୟନଗର : (ବ୍ୟୁରୋ ):
ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବ୍ଲକ ରେ ଆଜି ଶହ ଶହ ମିଶନ ଶକ୍ତି ମହିଳା ଏକତ୍ରିତ ହୋଇ ସେମାନଙ୍କ ଦାବୀ ଜଣାଇବା ସହ ଦାବିପତ୍ର ବିଡ଼ିଓ ଙ୍କୁ ପ୍ରଦାନ କରିଛନ୍ତି.. ବିଭିନ୍ନ ପଞ୍ଚାୟତ ରେ କାର୍ଯ୍ୟରତ GPLF, ଇସି ସଭ୍ୟା ମାନେ ସେମାନଙ୍କ ଦାବୀ ମୁତାବକ ସ୍ଥାୟୀ ନିଯୁକ୍ତି କରିବା, ଭତ୍ତା ବୃଦ୍ଧି, ସୁଭଦ୍ରା ଯୋଜନା ରେ ସେମାନଙ୍କୁ ସାମିଲ କରିବା ପାଇଁ ଦାବୀ କରିଛନ୍ତି, ମିଶନ ଶକ୍ତି କାର୍ଯ୍ୟକ୍ରମ ରେ ସେମାନେ ମହାସଂଘ ଗଠନ ଓ ପରିଚାଳନା ରେ ମୁଖ୍ୟ ଦାୟିତ୍ୱ ନେଇ କାମ କରିଆସୁଥିଲେ ମଧ୍ୟ ପରିଶ୍ରମିକ ବୃଦ୍ଧି କରାଯାଉନାହିଁ.. ଏଣୁ ଆଜି ଶତାଧିକ ମହିଳା ବ୍ଲକକୁ ଆସି ବିଡ଼ିଓ ଙ୍କୁ ଦାବିପତ୍ର ଦେଇଥିବା ସଭାନେତ୍ରୀ କେ. କମଳା ରେଡି ବିବୃତିରେ କହିଛନ୍ତି.

  • Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ