ବାତ୍ୟା ଦାନା ଏବେ ଉପକୂଳ ମୁହାଁ :୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ

Spread the love

ଜେଏମଜେ ବ୍ୟୁରୋ : ତ୍ୟା ଦାନା ଯେତେଯେତେ ଉପକୂଳମୁହାଁ ହେଉଛି, ସେତେ ସେତେ ବିପଦ ବଢୁଛି । ଆଜି ରାତିରୁ ହିଁ ବାତ୍ୟା ଭୀଷଣ ବାତ୍ୟାର ରୂପ ନେବ । ଆଉ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ । ଏହାର ପ୍ରଭାବରେ ଉପକୂଳ ଜିଲ୍ଲାଗୁଡିକ ପ୍ରଭାବିତ ହେବ । ବିଶେଷକରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲା ଉପରେ ପ୍ରଭାବ ପଡିବ । ବିଶେଷକରି ଲ୍ୟାଣ୍ଡଫଲ ସ୍ଥଳର ୫୦ କିଲୋମିଟର ପରିଧି ଏହାଦ୍ବାରା ଅଧିକ ପ୍ରଭାବିତ ହେବ

ପାଣିପାଗ ବିଭାଗର ଆକଳନ ଅନୁସାରେ ଭିତରକନିକାରୁ ଧାମରା ମଧ୍ୟରେ ବାତ୍ୟା ଦାନାର ଲ୍ୟାଣ୍ଡଫଲ ହେଲେ କିଛି ଗୁରୁତ୍ବପୂର୍ଣ୍ଣ ସ୍ଥାନ ପ୍ରତି ବିପଦ ବଢୁଛି । ଏମାନଙ୍କ ମଧ୍ୟରେ ପ୍ରମୁଖ ରହିଛି.

ଧାମରା ବନ୍ଦରକୁ ବିପଦ, ଅବଦୁଲ କଲାମ ଦ୍ବୀପକୁ ବିପଦ, ଗହୀରମଥା ଅଭୟାରଣ୍ୟକୁ ବିପଦ, ପ୍ରଭାବିତ ହୋଇପାରେ ଭିତରକନିକା ଅଭୟାରଣ୍ୟ, ଆରଡ଼ି ଆଖଣ୍ଡଳମଣି ମନ୍ଦିରକୁ ବିପଦ, ତେଣୁ ଯେଉଁ ସ୍ଥାନଗୁଡିକ ଉପରେ ଅଧିକ ବିପଦ ରହିଛି ସେଠାରେ ପ୍ରଶାସନ ସଜାଗ ହୋଇ ରହିଛିଅଗ୍ନିଶମ ବିଭାଗ , ଓଡ୍ରାଫ ଓ ଏନଡିଆରଏଫ ଟିମ ପ୍ରସ୍ତୁତ ହୋଇ ରହିଛି । ତେବେ ଦାନା ପ୍ରଭାବରେ ୨୪ ଓ ୨୫ ତାରିଖରେ ବର୍ଷାର ବିସ୍ତୁତି ବଢିବ ଆଉ ୨୬ ତାରିଖରୁ ବର୍ଷାର ପରିମାଣ କମିବ….

  • Related Posts

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ‘ନୂଆଁଖାଇ’ ଉତ୍ସବ ପାଳନ କରାଯିବ । ଏଥିଲାଗି ସ୍ୱତନ୍ତ୍ର ଡକରା ପାଇ ନୂଆଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ୫ଟି ସାଂସ୍କୃତିକ ଦଳ । ସେ ଭିତରେ ରହିଛନ୍ତି ଅବିଭକ୍ତ…

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    Spread the love

    Spread the loveସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି ।…

    Leave a Reply

    Your email address will not be published. Required fields are marked *

    You Missed

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 12 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 31 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 38 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର