ଜିଲ୍ଲାପାଳଙ୍କ ଜନଶୁଣାଣିରେ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ

Spread the love

ଜେଏମଜେ ବ୍ୟୁରୋ : ରାୟଗଡ଼ା ଜିଲ୍ଲାପାଳଙ୍କ ଜନଶୁଣାଣି ବେଳେ ଘଟିଛି ଅଭାବନୀୟ ଘଟଣା । ଜଣେ ପରିବାରର ୫ ଜଣ ସଦସ୍ୟ କୀଟନାଶକ ବିଷ ପିଇବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ସମସ୍ତ ଦିଗରୁ ନିରାଶ ହେବା ପରେ ପରିବାରର ସଦସ୍ୟମାନେ ଏଭଳି ପଦକ୍ଷେପ ନେଇଥିବା ଜଣାପଡ଼ିଛି ।ଜେମାଦେଇପେଣ୍ଠ ଗାଁର ୟାଡ଼ଲା ଗାଙ୍ଗୁଲୁଙ୍କ ପରିବାର ଦୀର୍ଘ ୪୦ ବର୍ଷରୁ ଅଧିକ ସମୟ ଧରି ପ୍ରାୟ ୩ ଏକର ସରକାରୀ ଜମିରେ ଚାଷ କରି ପରିବାର ପ୍ରତିପୋଷଣ କରୁଥିଲେ ।

ତେବେ ଏବେ ଅନ୍ୟଜଣେ ଉକ୍ତ ଜମିକୁ ନିଜର ବୋଲି ଦାବି କରୁଥିବା ନେଇ ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ଜମି ବିବାଦର ସମାଧାନ ନହେବାରୁ ପରିବାର ନିରାଶ ଥିବା ଅଭିଯୋଗ ହୋଇଛି । ଘଟଣା ପରେ ପରିବାରର ୫ ଜଣଙ୍କୁ ଚିକିତ୍ସା ପାଇଁ ନିଆଯାଇଥିବା ବେଳେ ଘଟଣାକୁ ନେଇ ତଦନ୍ତ ଜାରି ରହିଛି ।

  • jmjnewso

    Related Posts

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    Spread the love

    Spread the loveଜେଏମଜେ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ପ୍ରସ୍ତୁତିର ସମୀକ୍ଷା ନିମନ୍ତେ ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା କଳିଙ୍ଗା ଘାଟିର ବିଭିନ୍ନ ଭୂସ୍ଖଳନ ସ୍ଥାନ ପରିଦର୍ଶନ କରିଥିଲେ । ଏହି…

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    Spread the love

    Spread the loveଜେଏମଜେ ବ୍ୟୁରୋ : ବାତ୍ୟା ଅର୍ଣ୍ଣବକୁ ନେଇ ସଜାଗ ଗଞ୍ଜାମ ଜିଲ୍ଲା ପ୍ରଶାସନ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛି ପ୍ରଶାସନ । ବାତ୍ୟା ଆଶ୍ରୟସ୍ଥଳୀରେ କିଭଳି ରହିଛି ବ୍ୟବସ୍ଥା? ଜରୁରୀକାଳୀନ ପରିସ୍ଥିତିରେ…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ