ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ

Spread the love

ଜେଏମଜେ ବ୍ୟୁରୋ : ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ ଓ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହେବ। ଆସନ୍ତା ୬ ଅକ୍ଟୋବର ୨୦୨୬ରେ ମତଦାନ ହେବାକୁ ଥିବାବେଳେ ୯ ଅକ୍ଟୋବରରେ ଭୋଟ ଗଣତି କରାଯିବ। ଏହି ୬ଟି ଆସନ ସମ୍ପୃକ୍ତ ବିଧାୟକ ଓ ସାଂସଦଙ୍କ ଇସ୍ତଫା କାରଣରୁ ଖାଲି ପଡ଼ିଥିଲା।ଏବେ ଏହି ଆସନଗୁଡ଼ିକରେ ନୂଆ ପ୍ରତିନିଧି ବାଛିବା ପାଇଁ ଉପନିର୍ବାଚନ ହେବ।

କେଉଁ କେଉଁ ଆସନରେ ହେବ ଉପନିର୍ବାଚନ?
ବିଧାନସଭା ଆସନ

ମଦୁରନ୍ଥକମ -ତାମିଲନାଡୁ
ଧାରାପୁରମ -ତାମିଲନାଡୁ
ଥଟ୍ଟାଞ୍ଚାଭାଡି -ପୁଡୁଚେରୀ
ରେଜିନଗର ପଶ୍ଚିମବଙ୍ଗ
ନନ୍ଦୀଗ୍ରାମ -ପଶ୍ଚିମବଙ୍ଗ

ଲୋକ ସଭା ଆସନ
ନଗାଓଁ ଆସାମ

ଉପନିର୍ବାଚନର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

ବିଜ୍ଞପ୍ତି ପ୍ରକାଶ: ୯ ସେପ୍ଟେମ୍ବର ୨୦୨୬
ନାମାଙ୍କନର ଶେଷ ତାରିଖ: ୧୬ ସେପ୍ଟେମ୍ବର ୨୦୨୬
ନାମାଙ୍କନପତ୍ର ଯାଞ୍ଚ: ୧୭ ସେପ୍ଟେମ୍ବର ୨୦୨୬
ନାମ ପ୍ରତ୍ୟାହାରର ଶେଷ ତାରିଖ: ୧୯ ସେପ୍ଟେମ୍ବର ୨୦୨୬
ମତଦାନ: ୬ ଅକ୍ଟୋବର ୨୦୨୬
ଭୋଟ ଗଣତି: ୯ ଅକ୍ଟୋବର ୨୦୨୬

  • jmjnewso

    Related Posts

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି ପ୍ରକ୍ରିୟା ଜୋରଦାର ହୋଇଛି। ଏହି ନିର୍ବାଚନ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ସୁରୁଖୁରୁରେ ସମ୍ପାଦନ କରିବା ଲକ୍ଷ୍ୟରେ ନୂତନ…

    ଭତ୍ତା ପାଇଁ ରାସ୍ତାରେ ବୃଦ୍ଧବୃଦ୍ଧା, ବର୍ଷାରେ ଭିଜିଲେ, ବାହୁନି କାନ୍ଦିଲେ

    Spread the love

    Spread the loveଜେଏମଜେ ବ୍ୟୁରୋ : ଭତ୍ତା ପାଇଁ ରାସ୍ତାରେ ବୃଦ୍ଧବୃଦ୍ଧା। ବର୍ଷାରେ ଭିଜିଲେ, ଲୁହ ନିଗାଡ଼ିଲେ। ବିଶ୍ରାମ କରିବା ସମୟରେ ବିକ୍ଷୋଭ କରୁଛନ୍ତି। ଢୁ ଢୁ ବର୍ଷାରେ ଭତ୍ତା କେଇ ଟଙ୍କା ପାଇଁ ଭିଜୁଛନ୍ତି ଶହ ଶହ ବୟସ୍କ। ବୟସର…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 16 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 45 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 32 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 53 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା