ଭତ୍ତା ପାଇଁ ରାସ୍ତାରେ ବୃଦ୍ଧବୃଦ୍ଧା, ବର୍ଷାରେ ଭିଜିଲେ, ବାହୁନି କାନ୍ଦିଲେ

Spread the love

ଜେଏମଜେ ବ୍ୟୁରୋ : ଭତ୍ତା ପାଇଁ ରାସ୍ତାରେ ବୃଦ୍ଧବୃଦ୍ଧା। ବର୍ଷାରେ ଭିଜିଲେ, ଲୁହ ନିଗାଡ଼ିଲେ। ବିଶ୍ରାମ କରିବା ସମୟରେ ବିକ୍ଷୋଭ କରୁଛନ୍ତି। ଢୁ ଢୁ ବର୍ଷାରେ ଭତ୍ତା କେଇ ଟଙ୍କା ପାଇଁ ଭିଜୁଛନ୍ତି ଶହ ଶହ ବୟସ୍କ। ବୟସର ଅପରାହ୍ଣରେ ଭତ୍ତା ଗଣ୍ଡକ ପାଇଁ ଆଜି ଅସହାୟ ଏ ମଣିଷମାନେ। କାହାକୁ ମାସେ ହେଲାଣି ତ ଆଉ କାହାକୁ ୨ ମାସ ହେଲାଣି ଭତ୍ତା ମିଳିନି।ସେହିପରି ଆଉ କିଏ ଆବେଦନ କରିଛି। କିନ୍ତୁ ଭତ୍ତା ତାଲିକାରେ ଏପର୍ୟ୍ୟନ୍ତ ନାଁ ଉଠିନି।

Oplus_16908288

ବାରମ୍ବାର ସରକାରଙ୍କ ଦ୍ବାରା ପ୍ରତାରଣାର ଶିକାର ହୋଇ ଏହି ବୟସ୍କ ବୃଦ୍ଧବୃଦ୍ଧା ପ୍ରବଳ ବର୍ଷାରେ ଛତା ଧରି ରାସ୍ତାରୋକ କରିଛନ୍ତି।

ମୟୂରଭଞ୍ଜ କପ୍ତିପଦା ଥାନା ଶରତ ଛକରେ ଏହି ଦୃଶ୍ୟ ସମସ୍ତଙ୍କ ମନକୁ ଆନ୍ଦୋଳିତ କରିବ ନିଶ୍ଚୟ। ୯ ପଞ୍ଚାୟତର ହିତାଧିକାରୀ ଏକାଠି ହୋଇ ଏଠାରେ ବିରୋଧ ପ୍ରଦର୍ଶନ କରିଛନ୍ତି। ହିତାଧିକାରୀଙ୍କ ସହିତ ସାମିଲ ହୋଇଛନ୍ତି ସରପଞ୍ଚ।

ଏହି ବିକ୍ଷୋଭ ଯୋଗୁଁ କପ୍ତିପଦା-କେଉଁଝର ଯୋଗାଯୋଗ ବାଧାପ୍ରାପ୍ତ ହୋଇଛି। ବର୍ଦ୍ଧିତ ଭତ୍ତା, ଆବେଦନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ ଦାବିରେ ରାସ୍ତାରୋକ କରାଯାଇଥିବା ବେଳେ କ୍ଷୋଭ ଝାଡ଼ିଛନ୍ତି ବୃଦ୍ଧବୃଦ୍ଧା।

  • jmjnewso

    Related Posts

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି ପ୍ରକ୍ରିୟା ଜୋରଦାର ହୋଇଛି। ଏହି ନିର୍ବାଚନ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ସୁରୁଖୁରୁରେ ସମ୍ପାଦନ କରିବା ଲକ୍ଷ୍ୟରେ ନୂତନ…

    କେନ୍ଦ୍ର କ୍ୟାବିନେଟ୍ ବଡ଼ ନିଷ୍ପତ୍ତି: ୫ ରାଜ୍ୟରେ ୭ଟି ରେଳ ପ୍ରକଳ୍ପକୁ ମଞ୍ଜୁରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଭାରତୀୟ ରେଳବାଇର ଆଧୁନିକୀକରଣ ପାଇଁ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି ଯେ, ଦେଶର ୭ଟି…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 16 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 44 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 31 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 50 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା