ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

Spread the love

ଜେଏମଜେ ବ୍ୟୁରୋ : ପୂର୍ବାହ୍ନରେ କଟକ ବକ୍ସି ବଜାର ସ୍ଥିତ ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରାଞ୍ଚଳ ରେଞ୍ଜ ଅଧୀନସ୍ଥ ଜିଲ୍ଲାଗୁଡ଼ିକର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।

ବୈଠକରେ ଜିଲ୍ଲାଗୁଡ଼ିକର ସାମଗ୍ରିକ ଆଇନ-ଶୃଙ୍ଖଳା ସ୍ଥିତି ସହ ହତ୍ୟା, ଚୋରି, ଡକାୟତି ଓ ଲୁଣ୍ଠନ ଭଳି ଗୁରୁତର ଅପରାଧର ନିୟନ୍ତ୍ରଣ, ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାର ହ୍ରାସ, ଅବକାରୀ ଅପରାଧ ଦମନ, ‘ନିଶାମୁକ୍ତ ଓଡ଼ିଶା’ ଗଠନ ଦିଗରେ ପଦକ୍ଷେପ, ସାଇବର ଅପରାଧ, ମାମଲାର ତଦନ୍ତ ତ୍ୱରାନ୍ୱିତ କରି ସଠିକ୍ ସମୟରେ ଚାର୍ଜସିଟ୍ ଦାଖଲ ଏବଂ ଦଣ୍ଡାଦେଶ ହାର ବୃଦ୍ଧି ଆଦି ବିଷୟରେ ଡିଜିପି ଜିଲ୍ଲା ଏସ୍‌ପିମାନଙ୍କ ସହ ବିସ୍ତୃତ ଆଲୋଚନା କରିଥିଲେ।

  • jmjnewso

    Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 37 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 30 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 27 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 44 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 30 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 21 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି