ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

Spread the love

ଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ ସହ ଅନ୍ୟାନ୍ୟ ପିଛିଲା ଦାବିକୁ ନେଇ ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ୍ ୟୁନିୟନ୍ସ(ୟୁଏଫ୍ବିୟୁ) ଶୁକ୍ରବାର ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛି ।

୧୧ ତାରିଖ ଶୁକ୍ରବାର ଧର୍ମଘଟ, ଶନିବାର ଏବଂ ରବିବାର ଛୁଟି ଓ ସୋମବାର ଗଣେଷ ପୂଜା ଏବଂ ମଙ୍ଗଳବାର ନୂଆଖାଇ ଛୁଟି ଥିବାରୁ ରାଜ୍ୟରେ ମୋଟ ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ଠପ୍ ହୋଇଯାଇପାରେ ।

ଶାଖାରେ ଚେକ୍ କ୍ଲିୟରାନ୍ସ, ଟଙ୍କା ଜମା ଏବଂ ଉଠାଣ ସହ ଅନ୍ୟାନ୍ୟ ସେବା ପ୍ରଭାବିତ ହେବ । ଧର୍ମଘଟରେ ରାଜ୍ୟରେ ଥିବା ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକର ପ୍ରାୟ ୭୦ ହଜାର କର୍ମଚାରୀ ସାମିଲ ହେବେ ବୋଲି ସୂଚନା ଦେଇଛନ୍ତି ୟୁଏଫ୍ବିୟୁ ଓଡ଼ିଶା ଶାଖାର ସଭାପତି ବୈଲୋଚନ ସାହୁ । ଶାଖା ଏବଂ କାର୍ଯ୍ୟାଳୟରେ ସେବା ବ୍ୟାହତ ହେବ । ଅନ୍ୟପକ୍ଷରେ, ଆଉ ୪ ଦିନ ଛୁଟି ରହିଛି । ଯଦିଓ ଏଟିଏମ୍ ଗୁଡ଼ିକରେ ଆଗୁଆ ଟଙ୍କା ଭରାଯାଇଛି ଏହା ଦିନେ ଦୁଇ ଦିନ ମଧ୍ୟରେ ଶେଷ ହୋଇଯାଇପାରେ ବୋଲି ଶ୍ରୀ ସାହୁ ସୂଚନା ଦେଇଛନ୍ତି ।

  • jmjnewso

    Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଡିଜିପିଙ୍କ ଅଧ୍ୟକ୍ଷତାରେ ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ସମୀକ୍ଷା ବୈଠକ ଅନୁଷ୍ଠିତ

    Spread the love

    Spread the loveଜେଏମଜେ ବ୍ୟୁରୋ : କମିସନରେଟ ପୋଲିସର ସମ୍ମିଳନୀ କକ୍ଷରେ ଶୁକ୍ରବାର ପୂର୍ବାହ୍ନରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 39 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 31 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 30 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 52 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 31 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 22 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି