ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

Spread the love

ଖଲ୍ଲିକୋଟ: ଜେଏମଜେ ନ୍ୟୁଜ : ଭିଜିଲାନ୍ସ ଜାଲରେ ପଡ଼ିଲେ ଅସାଧୁ ପୋଲିସ ଅଫିସର । ଜେଲ୍ ପଠାଇଦେବାର ଭୟ ଦେଖାଇ ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ । ସୂଚନା ଅନୁସାରେ, ଗୋଟିଏ ମାମଲାରେ ଗିରଫ ନକରିବା ପାଇଁ ଜଣେ ଯୁବକଙ୍କୁ ଗିରଫ ଭୟ ଦେଖାଉଥିଲେ ASI ସୁଜିତ ପାଣିଗ୍ରାହୀ । ଏଥିପାଇଁ ସେ ୧୫ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ।

ତେବେ ଉପାୟ ନପାଇ ସମ୍ପୃକ୍ତ ଯୁବକ ଜଣକ ସିଧା ବ୍ରହ୍ମପୁର ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ। ଆଉ ପୂର୍ବ ଯୋଜନା ଅନୁସାରେ, ଶୁକ୍ରବାର ଯୁବକଙ୍କ ଠାରୁ ASI ସୁଜିତ ପାଣିଗ୍ରାହୀ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବ୍ରହ୍ମପୁର ଭିଜିଲାନ୍ସର ସ୍ୱେଶାଲ ଟିମ୍ ତାଙ୍କୁ କାବୁ କରିଥିଲା । ତେବେ ଭିଜିଲାନ୍ସ ବର୍ତ୍ତମାନ ଖଲ୍ଲିକୋଟ ଥାନା ପରିସରରେ ଭିଜିଲାନ୍ସ ଟିମ୍ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି । ଏଏସଆଇଙ୍କ ସରକାରୀ ବାସଭବନ ଏବଂ ଅନ୍ୟାନ୍ୟ କାଗଜପତ୍ର ମଧ୍ୟ ଯାଞ୍ଚ କରାଯାଉଥିବା ଜଣାପଡ଼ିଛି।

  • jmjnewso

    Related Posts

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    Spread the love

    Spread the loveସୁବର୍ଣ୍ଣପୁର : ଜେଏମଜେ ନ୍ୟୁଜ : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଚିନାଜୁରୀରୁ କେବାଡ଼ ଯିବା କେନାଲ ରାସ୍ତାରେ ଆଗଲପୁର ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସୂଚନା ମୁତାବକ ଅଚ୍ୟୁତ ନାଏକ ବୟସ (୪୦)ପିତା ସଭାପତି…

    ଗୁଣିଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ଆକ୍ରମଣ: ଥାନାରେ ପଶି ଛଡାଇ ନେବାକୁ ପୋଲିସ ସହ ଧସ୍ତାଧସ୍ତି।

    Spread the love

    Spread the loveପୁରୁଷୋତ୍ତମପୁର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶୁକ୍ରବାର ଗୁଣିଗାରେଡିକୁ ନେଇ ତୁମୁଳକାଣ୍ଡ ଘଟିଛି। ଗୁଣିଗାରେଡି ସନ୍ଦେହରେ କେଶବ ଗୌଡ(୬୫)ଙ୍କୁ ଆକ୍ରମଣ କରାଯାଇଛି। ତାଙ୍କୁ ଥାନାରେ ପଶି ପୋଲିସ ହାତରୁ ଛଡାଇ ନେବାକୁ ଉଦ୍ୟମ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 16 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 44 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 32 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 50 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା