ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

Spread the love

ବୁଗୁଡ଼ା,୧୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଏନଏସିର ଓ୍ବାର୍ଡ ନଂ-୩ ଅନ୍ତର୍ଗତ ଅରବିନ୍ଦ ନଗର ତୃତୀୟ ଲାଇନରୁ ପରିବା ବଜାରକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏନ୍ଏସି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଥିବା ଏହି ରାସ୍ତାରେ ମାଟି ଜମାଟ ବାନ୍ଧି ଥିବାରୁ ସାମାନ୍ୟ ବର୍ଷାରେ ସେହି ଖାଲଖମା ରାସ୍ତାଟି କାଦରେ ପଚପଚ ହୋଇଯାଉଛି। ସେହି ରାସ୍ତା ଦେଇ ତେଲି ସାହି ଏବଂ ଅନ୍ୟ ସାହିର ଲୋକେ ଯାତାୟତ କଲାବେଳେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହା ଫଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି। ଏଣୁ, ଏନ୍ଏସି କର୍ତ୍ତୃପକ୍ଷ ଏଥି ପ୍ରତି ଦୃଷ୍ଟି ଦେଇ ପ୍ରତିକାର ବ୍ଯବସ୍ଥା କରିବାକୁ ସାଧାରଣରେ ଦାବି ହେଉଛି।

  • jmjnewso

    Related Posts

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    Spread the love

    Spread the loveବୁଗୁଡ଼ା,୧୨/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ଆସନ୍ତା ଗଣେଶ ପୂଜା ଓ ବିସର୍ଜନ ଉତ୍ସବକୁ ଶାନ୍ତିଶୃଙ୍ଖଳା ପରିସ୍ଥିତି ବଜାୟ ରଖି ପାଳନ କରିବା ନେଇ ଆଜି ବୁଗୁଡ଼ା ଥାନା ପରିସରରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

    ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ

    Spread the love

    Spread the loveଭଞ୍ଜନଗର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 37 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 30 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 27 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 44 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 30 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 21 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି