ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

Spread the love

ଜେଏମଜେ ବ୍ୟୁରୋ : ଆଜି ବାଲେଶ୍ୱରରେ ଗସ୍ତରେ ଅଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର। ପୂର୍ବାଞ୍ଚଳ ରେଞ୍ଜରେ ଆଇନଶୃଙ୍ଖଳା ପରିସ୍ଥିତି, ଅପରାଧ ନିୟନ୍ତ୍ରଣ ଏବଂ ଆଗାମୀ ପାର୍ବଣକୁ ନେଇ ପୂର୍ବାଞ୍ଚଳ ପୁଲିସ ମୁଖ୍ୟ କାର୍ଯ୍ୟାଳୟରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାର ଆଇନଶୃଙ୍ଖଳା ସ୍ଥିତି ଏବଂ ଅପରାଧ ସମ୍ପର୍କିତ ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଛି।
ବିଶେଷକରି ଆଗାମୀ ପାର୍ବଣକୁ ଦୃଷ୍ଟିରେ ରଖି ତିନି ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କିଭଳି ଅଧିକ ସୁଦୃଢ଼ କରାଯିବ, ସେନେଇ ମଧ୍ୟ ଆଲୋଚନା ହୋଇଛି। ସମୀକ୍ଷା ବୈଠକରେ ଡିଜିପିଙ୍କ ସହ ଏଡିଜି (ଆଇନ ଶୃଙ୍ଖଳା) ସଞ୍ଜୟ କୁମାର, ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ, ପୂର୍ବାଞ୍ଚଳ ଡିଆଇଜି ପିନାକ ମିଶ୍ର ଏବଂ ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜର ଏସ୍‌ପି ପ୍ରମୁଖ ଉପସ୍ଥିତ ଥିଲେ। ତିନି ଜିଲ୍ଲାର ଅପରାଧ ସ୍ଥିତି, ଆଇନଶୃଙ୍ଖଳା ପରିଚାଳନା ଏବଂ ପାର୍ବଣ ସମୟରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ବରିଷ୍ଠ ଅଧିକାରୀମାନଙ୍କ ସହ DGP ବିସ୍ତୃତ ସମୀକ୍ଷା କରିଛନ୍ତି।

  • jmjnewso

    Related Posts

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    Spread the love

    Spread the loveମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲମାଲକାନଗିରି: ଜେଏମଜେ ନ୍ୟୁଜ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ…

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    Spread the love

    Spread the loveଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟରତ ଗାଁ ସାଥୀ ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାଜ୍ୟ ଗାଁ ସାଥୀ ମହାସଂଘର ଗଞ୍ଜାମ ଶାଖା ପକ୍ଷରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।ମହାସଂଘର ଶତାଧିକ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 37 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 30 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 29 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 50 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 30 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 22 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି