ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

Spread the love

ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ
ମାଲକାନଗିରି: ଜେଏମଜେ ନ୍ୟୁଜ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ ଅଟକି ରହିଛି ଶତାଧିକ ଗାଡ଼ି । ଗତକାଲିଠାରୁ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ଜାରି ରହିଛି । ଲଗାଣ ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି । ପ୍ରବଳ ବର୍ଷା ଯୋଗୁଁ ୩୨୬ ନମ୍ବର ଜାତୀୟ ରାଜପଥ ସମ୍ପୂର୍ଣ୍ଣ ଠପ୍ ହୋଇପଡ଼ିଛି । ପରିସ୍ଥିତିକୁ ଦୃଷ୍ଟିରେରଖି ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ଜିଲ୍ଲାପାଳ ।

କୋରାପୁଟରୁ ଓଡ୍ରାଫ ଟିମ ଆସି ମାଲକାନଗିରି ପହଞ୍ଚିଛନ୍ତି । ଶିକ୍ଷକ ମାନେ ବିଦ୍ୟାଳୟକୁ ଯାଇ ପାରୁନଥିବା ବେଳେ ପୋଲ ନିକଟରେ ଅଟକି ରହିଛନ୍ତି । ଯାତ୍ରୀ ମାନଙ୍କୁ ସୁଖିଲା ଓ ରନ୍ଧା ଦେବା ଲାଗି ପଞ୍ଚାୟତ ତରଫରୁ ବ୍ୟବସ୍ତା କରାଯାଇଛି । ସେପଟେ କାଲିମେଳାରୁ ପଡ଼ିଆ ଯାତାୟାତ ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଲଗାଣ ବର୍ଷା ଯୋଗୁ ଜିଲ୍ଲାରେ ନଦୀ, ନାଳ ଓ ବିଭିନ୍ନ ଜଳାଶୟର ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି । ସେପଟେ ବର୍ଷା ପାଇଁ ଆଜି ମାଲକାନଗିରିରେ ସ୍କୁଲ ଛୁଟି ଘୋଷଣା କରାଯାଇଛି ।

  • jmjnewso

    Related Posts

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ବାଲେଶ୍ୱରରେ ଗସ୍ତରେ ଅଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର। ପୂର୍ବାଞ୍ଚଳ ରେଞ୍ଜରେ ଆଇନଶୃଙ୍ଖଳା ପରିସ୍ଥିତି, ଅପରାଧ ନିୟନ୍ତ୍ରଣ ଏବଂ ଆଗାମୀ ପାର୍ବଣକୁ ନେଇ ପୂର୍ବାଞ୍ଚଳ ପୁଲିସ ମୁଖ୍ୟ କାର୍ଯ୍ୟାଳୟରେ ଏକ ଉଚ୍ଚସ୍ତରୀୟ…

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    Spread the love

    Spread the loveଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟରତ ଗାଁ ସାଥୀ ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାଜ୍ୟ ଗାଁ ସାଥୀ ମହାସଂଘର ଗଞ୍ଜାମ ଶାଖା ପକ୍ଷରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।ମହାସଂଘର ଶତାଧିକ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 38 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 30 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 29 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 50 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 31 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 22 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି