ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

Spread the love

ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି । ମଦୁରାଇରୁ ସେନକୋଟ୍ଟାଇ ଯାଉଥିବା ଏକ ଘରୋଇ ବସ୍ ଏବଂ ତେନକାସୀରୁ କୋଭିଲପଟ୍ଟି ଅଭିମୁଖେ ଯାଉଥିବା ଅନ୍ୟ ଏକ ବସ୍ ମଧ୍ୟରେ ଧକ୍କା ହୋଇଥିଲା ।ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ମଦୁରାଇରୁ ସେନକୋଟ୍ଟାଇ ଯାଉଥିବା କେସାର୍ ବସ୍ ଚାଳକଙ୍କ ଦ୍ରୁତ ଗତି ଏବଂ ଅସାବଧାନତା ଯୋଗୁଁ ଏହି ଦୁର୍ଘଟଣା ଘଟିଛି । ଆହତ ସମସ୍ତ ୨୮ ଜଣ ଯାତ୍ରୀ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । କିଛି ଆହତଙ୍କ ଅବସ୍ଥା ଗୁରୁତର ରହିଛି ଏବଂ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି । ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଏହି ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ଏବଂ ଆହତମାନଙ୍କୁ ଉନ୍ନତମାନର ଚିକିତ୍ସା ଯୋଗାଇଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

  • jmjnewso

    Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    • By jmjnewso
    • September 13, 2026
    • 2 views
    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    • By jmjnewso
    • September 13, 2026
    • 4 views
    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 38 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 34 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 60 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ