GST ବିଭାଗ ପକ୍ଷରୁ ୨୦ କୋଟିରୁ ଅଧିକ ଟଙ୍କାର. ସୁନା ଜବତ

Spread the love

ଜେଏମଜେ ବ୍ୟୁରୋ : ଜିଏସଟି ହାତରେ ଧରାପଡ଼ିଲା ସୁନା ବୋଝେଇ ପିକ୍-ଅପ୍ ଗାଡ଼ି । ମୁମ୍ବାଇରୁ କୋଲକାତା ଏବଂ କୋଲକାତାରୁ ବାରିପଦା ଓ ବାଲେଶ୍ବରର କିଛି ନିର୍ଦ୍ଦିଷ୍ଟ ଗହଣା ଦୋକାନକୁ ଯାଉଥିଲା ଏହି ସୁନା ଅଳଙ୍କାର । ବାରିପଦା ସହରର ଏମ.କେ.ସି. ଛକ ନିକଟରେ ଏହି ଗାଡ଼ିକୁ ଧରିଛି ସିଟି-ଜିଏସଟି ବା ଏନଫୋର୍ସମେଣ୍ଟ ବିଭାଗ । ଏଥିରେ ଥିବା ୨୦ କେଜିରୁ ଅଧିକ ସୁନା ଜବତ୍ କରାଯାଇଛି, ଯାହାର ଆନୁମାନିକ ମୂଲ୍ୟ ୨୦ କୋଟିରୁ ଅଧିକ ହେବା ନେଇ ଅନୁମାନ କରାଯାଉଛି । ଜବତ ପରେ ଏହାକୁ ନେଇ ତଦନ୍ତ ଚାଲିଛି ।

  • Related Posts

    ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ଗର୍ଭବତୀ

    Spread the love

    Spread the loveଗୁଡ଼ାରୀ : ଜେଏମଜେ ନ୍ୟୁଜ : ପୁଣି ଜନନୀ ଯନ୍ତ୍ରଣା । ଗାଁକୁ ରାସ୍ତା ନଥିବାରୁ ଖଟିଆରେ ବୁହାହେଲେ ଗର୍ଭବତୀ । ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ ଶିରିଗୁଡ଼ା ପଞ୍ଚାୟତର ସାଡକଣା ଗ୍ରାମରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ…

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି ପ୍ରକ୍ରିୟା ଜୋରଦାର ହୋଇଛି। ଏହି ନିର୍ବାଚନ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ସୁରୁଖୁରୁରେ ସମ୍ପାଦନ କରିବା ଲକ୍ଷ୍ୟରେ ନୂତନ…

    Leave a Reply

    Your email address will not be published. Required fields are marked *

    You Missed

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 28 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 25 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 45 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    ନିଟ ସଫଳତା ପରେ ଅକ୍ଷୀପ୍ତାରାଣୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା.

    • By jmjnewso
    • September 13, 2026
    • 82 views
    ନିଟ ସଫଳତା ପରେ ଅକ୍ଷୀପ୍ତାରାଣୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା.

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    • By jmjnewso
    • September 13, 2026
    • 20 views
    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    • By jmjnewso
    • September 13, 2026
    • 47 views
    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ