କଂଗ୍ରେସ ଫୋକସରେ ମହାରାଷ୍ଟ୍ର:ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ

Spread the love

କଂଗ୍ରେସ ଫୋକସରେ ମହାରାଷ୍ଟ୍ର…ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ହରିୟାଣା ହାରିବା ପରେ ଏବେ ଆଉ ରିକ୍ସ ନେବାକୁ ଚାହୁଁନାହାନ୍ତି ରାହୁଲ ଗାନ୍ଧୀ । ଯେଉଁ ଭୁଲ୍ ପାଇଁ ହରିୟାଣା ହାତରୁ ଖସିଗଲା ତାହାର ଯେପରି ପୁନରାବୃତ୍ତି ମହାରାଷ୍ଟ୍ରରେ ନ ହେଉ ସେଥିପାଇଁ ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ଆଜି ସନ୍ଧ୍ୟା ସୁଦ୍ଧା ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ଜାରି କରିପାରେ କଂଗ୍ରେସ । ଏହାସହ ମହାବିକାଶ ଅଘାଡ଼ିରେ ଆସନ ଭାଗବଣ୍ଟାକୁ ନେଇ ସନ୍ଧ୍ୟା ସୁଦ୍ଧା ଚୂଡ଼ାନ୍ତ ନିଷ୍ପତି ହେବ

ମହାରାଷ୍ଟ୍ର କଂଗ୍ରେସ ପ୍ରଭାରୀ ରମେଶ ଚେନ୍ନିଥଲା ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି ମହାବିକାଶ ଅଘାଡ଼ି ଏକାଠି ହୋଇ ନିର୍ବାଚନ ଲଢ଼ିବ ଏବଂ ତାଙ୍କ ଭିତରେ କୌଣସି ମତଭେଦ ନଥିବା ମହାରାଷ୍ଟ୍ର କଂଗ୍ରେସ ପ୍ରଭାରି କହିଛନ୍ତି । ମେଣ୍ଟ ହେଲେ ଆସନ ଭାଗବଣ୍ଟାକୁ ନେଇ ଆଲୋଚନା ଚାଲେ ଏବଂ ଶନିବାର ସୁଦ୍ଧା ସମ୍ପୂର୍ଣ୍ଣ ପ୍ରାର୍ଥୀ ତାଲିକା ଜାରି ହେବ । ଗତ ୩ଦିନ ତଳେ କଂଗ୍ରେସ, ଏନସିପି ଓ ଶିବସେନା ୮୫ଟି ଲେଖାଏଁ ଆସନରେ ଲଢ଼ିବେ ବୋଲି ନିଷ୍ପତି ହୋଇଥିଲା । ଏହାସହ ୧୮ଟି ଆସନ ମେଣ୍ଟ ସହଯୋଗୀ ଦଳକୁ ଛାଡ଼ିବା ପାଇଁ ସ୍ଥିର ହୋଇଥିଲା। ତେବେ ୧୫ଟି ଆସନକୁ ନେଇ ଭାଗବଣ୍ଟା ଛିଡିନଥିବା ବେଳେ ଆଜି ଏନେଇ ଚୂଡ଼ାନ୍ତ ନିଷ୍ପତି ହୋଇପାରେ

  • Related Posts

    ଗାଁକୁ ନାହିଁ ରାସ୍ତା: ଖଟିଆରେ ବୁହା ହେଲେ ଗର୍ଭବତୀ

    Spread the love

    Spread the loveଗୁଡ଼ାରୀ : ଜେଏମଜେ ନ୍ୟୁଜ : ପୁଣି ଜନନୀ ଯନ୍ତ୍ରଣା । ଗାଁକୁ ରାସ୍ତା ନଥିବାରୁ ଖଟିଆରେ ବୁହାହେଲେ ଗର୍ଭବତୀ । ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ ଶିରିଗୁଡ଼ା ପଞ୍ଚାୟତର ସାଡକଣା ଗ୍ରାମରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ…

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି ପ୍ରକ୍ରିୟା ଜୋରଦାର ହୋଇଛି। ଏହି ନିର୍ବାଚନ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ସୁରୁଖୁରୁରେ ସମ୍ପାଦନ କରିବା ଲକ୍ଷ୍ୟରେ ନୂତନ…

    Leave a Reply

    Your email address will not be published. Required fields are marked *

    You Missed

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 17 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 21 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 42 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    ନିଟ ସଫଳତା ପରେ ଅକ୍ଷୀପ୍ତାରାଣୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା.

    • By jmjnewso
    • September 13, 2026
    • 81 views
    ନିଟ ସଫଳତା ପରେ ଅକ୍ଷୀପ୍ତାରାଣୀ ଙ୍କୁ ଭବ୍ୟ ସମ୍ବର୍ଦ୍ଧନା.

    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    • By jmjnewso
    • September 13, 2026
    • 19 views
    ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ଦୁଇ ରାଉଣ୍ଡ ଗୁଳି

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    • By jmjnewso
    • September 13, 2026
    • 46 views
    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ