ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

Spread the love

କୋଦଳା : ଜେଏମଜେ ନ୍ୟୁଜ (ସୂର୍ଯ୍ୟନାରାୟଣ ବଡୁ ): ଗୁରୁବାର ସନ୍ଧ୍ୟା ସମୟରେ ପବିତ୍ର ସଂକ୍ରାନ୍ତି ଅବସର ରେ ବ୍ରହ୍ମପୁର ଗଣେଶ ମାର୍କେଟ ନିକଟ ପରିବା ମାର୍କେଟ ପରିସର ରେ ଶ୍ରୀ ରାମ ଓ ହନୁମାନ ଭକ୍ତ ରଞ୍ଜିତା ରଥ ଓ ତାଙ୍କ ସାଥୀ ଙ୍କ ଦ୍ୱାରା ହନୁମାନ ଚାଳିଶା ସହିତ ସୁନ୍ଦରାକାଣ୍ଡ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ! ପ୍ରତ୍ୟକ ମାସର ସଂକ୍ରାନ୍ତି ରେ ପ୍ରତ୍ୟକ ପରିବା ଦୋକାନ ମଧ୍ୟରୁ ଜଣଙ୍କ ଦୋକାନ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଳେ ଆଜିର ଏହି ପବିତ୍ର ଦିନ ଟି ସୁନୀଲ କୁମାର ସାହୁ (ରାଜା )ଙ୍କ ଦୋକାନ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି !

ମହାପ୍ରଭୁ ରାମଚନ୍ଦ୍ର ଙ୍କ ସହିତ ସୀତା ମାତା,ଲକ୍ଷ୍ମଣ, ଶିବ ପାର୍ବତୀ, ହନୁମାନ ଏବଂ କୃଷ୍ଣ ରାଧାଙ୍କ ଫୋଟ ରଖି ସେମାନଙ୍କୁ ସୁ ସଜ୍ଜିତ ଫୁଲ ଚନ୍ଦନ ପଟୁଆର ରେ ସିଂହାସନ ରେ ବସାଇ ପୂଜାର୍ଚନା କରାଯାଇଥିଲା ! ସମସ୍ତ ଦୋକାନୀ ବନ୍ଧୁ ଏକତ୍ରିତ ଭାବେ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଅଞ୍ଚଳ ରେ ଅଧ୍ୟାତ୍ମିକ ପରିବେଶ ସୃଷ୍ଠି ହୋଇଥିଲା ! ଶେଷରେ ଭଗବାନ ଙ୍କ ନିକଟରେ ଭୋଗ ଲାଗିଥିବା ବେଳେ ଭକ୍ତଙ୍କ ପାଇଁ ପ୍ରସାଦ ସେବନ ର ବ୍ୟବସ୍ଥା କରାଯାଇଥିଲା ! ଗଞ୍ଜାମ ବେଗୁନିଆପଡା ରୂ ସୂର୍ଯ୍ୟ ନାରାୟଣ ବଡୁଙ୍କ ରିପୋର୍ଟ

  • jmjnewso

    Related Posts

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    Spread the love

    Spread the loveଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ପୁରୀ ମହାନଗର ନିଗମ ଅନ୍ତର୍ଗତ ଶ୍ରୀମନ୍ଦିର ଚାରିପଟ, ଉତ୍ତରପାର୍ଶ୍ବ ମଠ,ଶ୍ରୀସେତୁ ନିକଟରେ ପ୍ରାୟ ୪୦ଟି ଦୋକାନ ଓ ଖଜା ଭାଟିରେ ମିଳିତ ଚଢ଼ାଉ କରାଯାଇଛି । ପୁରୀ ପୋଲିସ, ଖାଦ୍ଯ ସୁରକ୍ଷା…

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ନ୍ୟୁଜ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ 76 ତମ ଜନ୍ମ ଦିନ ଅବସରରେ ଦଳୀୟ ନିର୍ଦେଶ କ୍ରମେ କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି ଅଶୋକ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 28 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 53 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 19 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 24 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 31 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 73 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ