ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଆଜି ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ ତୋମାର, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏବଂ ରାଜ୍ୟ ସାଧାରଣ ସମ୍ପାଦକ (ସଂଗଠନ) ମାନସ କୁମାର ମହାନ୍ତିଙ୍କ ସମେତ ସମସ୍ତ ମନ୍ତ୍ରୀ ଏବଂ ବିଧାୟକବୃନ୍ଦ ଉପସ୍ଥିତ ଥିଲେ।

  • jmjnewso

    Related Posts

    MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ।

    Spread the love

    Spread the loveରାୟଗଡା :ଜେଏମଜେ ନ୍ୟୁଜ : କେନ୍ଦ୍ର ସରକାରଙ୍କ MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ। ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ବିଶାଳ ପଦଯାତ୍ରା ଓ ସ୍ଥାନୀୟ ତେଜସ୍ଵୀନି ହୋଟେଲ ପଡ଼ିଆ ଠାରେ ପ୍ରତିବାଦ ସଭା। ୧୧…

    ଅଧିବେଶନ ପୂର୍ବରୁ ବିଧାନସଭାରେ ବସିଲା ସର୍ବଦଳୀୟ ବୈଠକ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଆସନ୍ତାକାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ । ଏହା ପୂର୍ବରୁ ବିଧାନସଭାରେ ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ…

    Leave a Reply

    Your email address will not be published. Required fields are marked *

    You Missed

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 20 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ।

    • By jmjnewso
    • September 21, 2026
    • 19 views
    MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ।

    ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ

    • By jmjnewso
    • September 21, 2026
    • 16 views
    ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ

    ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

    • By jmjnewso
    • September 21, 2026
    • 26 views
    ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

    ଅଧିବେଶନ ପୂର୍ବରୁ ବିଧାନସଭାରେ ବସିଲା ସର୍ବଦଳୀୟ ବୈଠକ

    • By jmjnewso
    • September 21, 2026
    • 20 views
    ଅଧିବେଶନ ପୂର୍ବରୁ ବିଧାନସଭାରେ ବସିଲା ସର୍ବଦଳୀୟ ବୈଠକ

    ସମ୍ଭାବ୍ୟ ଲଘୁଚାପକୁ ନେଇ ସଜାଗ ଗଞ୍ଜାମ ପ୍ରଶାସନ, ୨୩ ଓ ୨୪ରେ ରେଡ୍ ୱାର୍ଣ୍ଣିଂ

    • By jmjnewso
    • September 21, 2026
    • 7 views
    ସମ୍ଭାବ୍ୟ ଲଘୁଚାପକୁ ନେଇ ସଜାଗ ଗଞ୍ଜାମ ପ୍ରଶାସନ, ୨୩ ଓ ୨୪ରେ ରେଡ୍ ୱାର୍ଣ୍ଣିଂ