MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ।

Spread the love

ରାୟଗଡା :ଜେଏମଜେ ନ୍ୟୁଜ : କେନ୍ଦ୍ର ସରକାରଙ୍କ MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ। ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ବିଶାଳ ପଦଯାତ୍ରା ଓ ସ୍ଥାନୀୟ ତେଜସ୍ଵୀନି ହୋଟେଲ ପଡ଼ିଆ ଠାରେ ପ୍ରତିବାଦ ସଭା। ୧୧ ବିଧାୟକ, କୋରାପୁଟ ସାଂସଦ ଓ ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ସାମିଲ ହୋଇ ରାଜରାସ୍ତାକୁ ଓହ୍ଲାଇଥିଲେ।କପିଳାଶ ଛକରୁ ବାହାରିଥିବା ଏହି ପଦଯାତ୍ରାରେ ହଜାର ହଜାର କଂଗ୍ରେସ କର୍ମୀ ସାମିଲ ଥିଲେ। ହାତରେ ଦଳୀୟ ପତାକା ଓ ପ୍ଲାକାର୍ଡ ଧରି କର୍ମୀମାନେ ସହର ପରିକ୍ରମା କରି ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ।ସଭାରେ ନେତୃବୃନ୍ଦ କେନ୍ଦ୍ର ସରକାରଙ୍କ ଖଣି ଓ ଖଣିଜ ସଂଶୋଧନ ବିଲ୍‌କୁ ଆଦିବାସୀ ବିରୋଧୀ ବୋଲି କହି କଡ଼ା ସମାଲୋଚନା କରିଥିଲେ। ଏହି ବିଲ୍ ପ୍ରତ୍ୟାହାର ନହେଲେ ଆନ୍ଦୋଳନ ଆହୁରି ତୀବ୍ର ହେବ ବୋଲି ଚେତାବନୀ ଦେଇଥିଲେ। ଶେଷରେ ଜିଲ୍ଲାପାଳଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି।

ରାୟଗଡା ରୁ ସୁପ୍ରିୟା ଷଡ଼ଙ୍ଗୀ ଙ୍କ ରିପୋର୍ଟ jmj ନିୟୁଜ

  • jmjnewso

    Related Posts

    ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଆଜି ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂହ…

    ଅଧିବେଶନ ପୂର୍ବରୁ ବିଧାନସଭାରେ ବସିଲା ସର୍ବଦଳୀୟ ବୈଠକ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଆସନ୍ତାକାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ । ଏହା ପୂର୍ବରୁ ବିଧାନସଭାରେ ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ…

    Leave a Reply

    Your email address will not be published. Required fields are marked *

    You Missed

    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    • By jmjnewso
    • September 21, 2026
    • 23 views
    ସାବିତ୍ରୀ ବାଇ ମହିଳା ମହା ସଙ୍ଘର ବିକ୍ଷୋଭ

    MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ।

    • By jmjnewso
    • September 21, 2026
    • 24 views
    MMDR ବିଲ୍ ବିରୋଧରେ ରାୟଗଡ଼ାରେ ଗର୍ଜିଲା କଂଗ୍ରେସ।

    ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ

    • By jmjnewso
    • September 21, 2026
    • 16 views
    ବିଜେପି ବିଧାୟକ ଦଳ ବୈଠକ ଅନୁଷ୍ଠିତ

    ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

    • By jmjnewso
    • September 21, 2026
    • 26 views
    ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

    ଅଧିବେଶନ ପୂର୍ବରୁ ବିଧାନସଭାରେ ବସିଲା ସର୍ବଦଳୀୟ ବୈଠକ

    • By jmjnewso
    • September 21, 2026
    • 21 views
    ଅଧିବେଶନ ପୂର୍ବରୁ ବିଧାନସଭାରେ ବସିଲା ସର୍ବଦଳୀୟ ବୈଠକ

    ସମ୍ଭାବ୍ୟ ଲଘୁଚାପକୁ ନେଇ ସଜାଗ ଗଞ୍ଜାମ ପ୍ରଶାସନ, ୨୩ ଓ ୨୪ରେ ରେଡ୍ ୱାର୍ଣ୍ଣିଂ

    • By jmjnewso
    • September 21, 2026
    • 7 views
    ସମ୍ଭାବ୍ୟ ଲଘୁଚାପକୁ ନେଇ ସଜାଗ ଗଞ୍ଜାମ ପ୍ରଶାସନ, ୨୩ ଓ ୨୪ରେ ରେଡ୍ ୱାର୍ଣ୍ଣିଂ