ଓରମାସ ଦୀପାବଳି ଷ୍ଟଲ ଉଦଘାଟିତ

Spread the love

ରାୟଗଡା : (ସୁପ୍ରିୟା ଷଡ଼ଙ୍ଗୀ ଙ୍କ ରିପୋର୍ଟ ): ଓରମାସ ଦୀପାବଳି ଷ୍ଟଲ ଉଦଘାଟିତ l ସ୍ଥାନୀୟ ବସ ଷ୍ଟାଣ୍ଡ ନିକଟସ୍ଥ ଜନଜାତି ସେବଜଗତ ପରିସରରେ ଦୀପାବଳି ଉତ୍କଳ ଷ୍ଟଲ ଉଦଘାଟିତ ହୋଇଯାଇଛି l ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ରାୟଗଡ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଉଦଘାଟନ କରିଥିଲେ l ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ରାୟାଗଡା,ଶ୍ରୀମତୀ କଲ୍ୟାଣୀ ସଂଘମିତ୍ରା ଦେଵୀ,ଉପନିର୍ଦ୍ଧେଶକ ତଥା ଜିଲ୍ଲା ସୂଚନା ଓ ଲକସମ୍ପର୍କ ଅଧିକାରୀ, ବସନ୍ତ କୁମାର ପ୍ରଧାନ, ଡିପିଏମ୍ ଓଏଲ୍ଏମ୍,ହେମନ୍ତ କୁମାର ବାଗ,ଡି ସିଇଓ ଓରମାସ୍ ମନୋଜ କୁମାର ପlତ୍ର ଏବଂ ଓରମାସର ବରିଷ୍ଠ ଲେଖାପାଳ ଜି. ଲକ୍ଷ୍ମଣ ଓ ଅନ୍ୟନ୍ୟ କର୍ମଚାରୀ ଉପସ୍ଥିତ ଥିଲେ । ଏହି ଷ୍ଟାଲରେ ବିଭିନ୍ନ ପ୍ରକାରର ଦୀପ , ଟେରାକୋଟା ଆଇଟମ୍, ପାହାଡରୁମ୍, ଗେଣ୍ଡୁ ଫୁଲ, ରାଗି ମିଠା, ନିୟାମଗିରି କଦଳୀ, ପ୍ରତିମା, ଟୋଲୋ ତେଲ, ଡୋକ୍ରା ଇତ୍ୟାଦି ବିକ୍ରୟ ଓ ପ୍ରଦର୍ଶନ ମଣ୍ଡପରେ ପ୍ରଦର୍ଶିତ ହେଉଛି l ସ୍ଥାନୀୟ କାରିଗର ଓ ହସ୍ତ ଶିଳ୍ପୀଙ୍କୁ ଉତ୍ସାହିତ କରିବା ପାଇଁ ସମସ୍ତ ଜନସାଧାରଣଙ୍କୁ ସ୍ଥନୀୟ ଉତ୍ପାଦିତ ଦ୍ରବ୍ୟ କ୍ରୟ କରିବାକୁ ଓରମାସ ତରଫରୁ ଅନୁରୋଧ କରାଯାଉଛି l

  • Related Posts

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ‘ନୂଆଁଖାଇ’ ଉତ୍ସବ ପାଳନ କରାଯିବ । ଏଥିଲାଗି ସ୍ୱତନ୍ତ୍ର ଡକରା ପାଇ ନୂଆଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ୫ଟି ସାଂସ୍କୃତିକ ଦଳ । ସେ ଭିତରେ ରହିଛନ୍ତି ଅବିଭକ୍ତ…

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    Spread the love

    Spread the loveସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି ।…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 31 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ