କଲମପୁର ଠିପି ଖୋଲା ବିଦେଶୀ ମଦ ଦୋକାନରେ ଗୋଷ୍ଠୀ ବିବାଦ: ଥାନାରେ ମାମଲା

Spread the love

କଳାହାଣ୍ଡି: (ବାସୁଦେବ ଛତ୍ରିଆ ଙ୍କ ରିପୋର୍ଟ ) କଲମପୁର ସ୍ଥିତ ଠିପି ଖୋଲାମଦ ଦୋକାନ ନିକଟରେ ଗଣ୍ଡଗୋଳ ଥାନାରେ ମାମଲା.. ଗିରଫ ଭୟରେ ଦୋକନ ମାଲିକ ଫେରାର.. । ମିଳିଥିବା ସୂଚନା ଅନୁସାରେ କଲମପୁର ଠିପି ଖୋଲା ମଦଦୋକାନରେ କିଛି ସ୍ଥାନୀୟ ଯୁବକ ପିଇବାକୁ ଯାଇ ଥିବା ସମୟରେ କିଛି ଅନ୍ୟ ବ୍ଲକର ଗୁଣ୍ଡା ଶ୍ରେଣୀୟ ଲୋକମାନେ ଉକ୍ତ ପାଟି ତୁଣ୍ଡ କରି ସ୍ଥାନୀୟ ଯୁବକ ମାନଙ୍କ ଉପରେ ଆକ୍ରମଣ କରିଥିଲେ । ଆକ୍ରମଣରେ ଶେଷଦେବ ନାଏକ ଅତ୍ୟନ୍ତ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ ହୋଇ ଥିବା ବେଳେ ଆହୁରି ଅନ୍ୟ ଚାରି ପାଞ୍ଚ ଜଣ କଲମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଚିକିତ୍ସିତ ହେଉଛନ୍ତି । ସେମାନଙ୍କ ମଧ୍ୟରୁ ନରସିଂହ ସୁନାନିଙ୍କ ଏତଲା କୁ ଆଧାର କରି କଲମପୁର ଥାନା କେସ ନଂ ୧୧୪/୨୦୨୪ ରେ ମାମଲା ପଞ୍ଜୀକୃତ କରିଛି କଲମପୁର ପୋଲିସ । ମଦ ଦୋକାନ ମାଲିକ ଫେରାର ଥିବା ବେଳେ ଅନ୍ୟ ବ୍ଲକ ରୁ ଆସିଥିବା ଗୁଣ୍ଡା ଶ୍ରେଣୀର ବ୍ୟକ୍ତି ମାନେ ମଧ୍ୟ ଫେରାର ଥିବା ପୋଲିସ ସୂଚନା ଦେଇଛି । ଏବଂ ଘଟଣା ସ୍ଥଳକୁ ଯାଇ DSP ଜି. ବାର୍ଲା ଆଜି ପହଞ୍ଚି ତଦନ୍ତ କରୁଛନ୍ତି । ଏଥିପାଇଁ କଲମପୁର ଅଞ୍ଚଳ ଅଶାନ୍ତ ହୋଇ ପଡ଼ିଥିବା ବେଳେ ଉଭୟ ମଦ ବ୍ୟବସାୟୀଙ୍କ ଯୋଗୁଁ ଏଭଳି ଅଭାବନୀୟ ଘଟଣା ଘଟିଥିବାରୁ ଜନସାଧାରଣ ଏହାକୁ ସହଜରେ ଗ୍ରହଣ କରି ପାରୁନାହାନ୍ତି।

  • Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ