ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ

Spread the love

ବୁଗୁଡ଼ା,୨୫/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ):ଭାରତୀୟ ଜନତା ଯୁବମୋର୍ଚ୍ଚା, ଘୁମୁସର(ଭଞ୍ଜନଗର) ସାଂଗଠାନିକ ଜିଲ୍ଲାର ବୁଗୁଡ଼ା ନଗର ପକ୍ଷରୁ ମହାନ ବିଚାରକ, ଅନ୍ତ୍ୟୋଦୟର ପ୍ରଣେତା ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ବୁଗୁଡ଼ା ସ୍ଥିତ ବିଜେପି କାର୍ଯ୍ୟାଳୟ ଠାରେ ପାଳିତ ହୋଇଯାଇଛି।ଏହି ସମାରୋହରେ ପ୍ରାରମ୍ଭରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଫୋଟୋଚିତ୍ରରେ ଧୂପ, ଦୀପ ପ୍ରଜ୍ଜ୍ୱଳନ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଯୁବମୋର୍ଚ୍ଚା ଜିଲ୍ଲା ସଭାପତି ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର (ରିଙ୍କୁ), ବିଜେପି ବୁଗୁଡ଼ା ନଗର ସଭାପତି ଶ୍ରୀ କେଦାରନାଥ ମହାରଣା, ବୁଗୁଡ଼ା ନଗର ବିଧାୟକ ପ୍ରତିନିଧି ଶ୍ରୀ ୟୁ. ଯଜ୍ଞ ନାରାୟଣ ପାତ୍ର ଙ୍କ ସମେତ ବିଜେପି ଓ ଯୁବମୋର୍ଚ୍ଚାର ବହୁ ଦଳୀୟ କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।ଉପସ୍ଥିତ ନେତୃବୃନ୍ଦ ପଣ୍ଡିତଜୀଙ୍କ ପ୍ରଣୀତ ‘ଏକାତ୍ମ ମାନବବାଦ’ ଓ ‘ଅନ୍ତ୍ୟୋଦୟ’ ବିଚାରଧାରା ଉପରେ ଆଲୋକପାତ କରିଥିଲେ। ସମାଜର ଶେଷ ଧାଡ଼ିରେ ଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପାଖରେ ବିକାଶର ସୁଫଳ ପହଞ୍ଚାଇବା ଏବଂ ସେମାନଙ୍କର ସାର୍ବାଙ୍ଗୀନ ଉନ୍ନତି କରିବା ହିଁ ପଣ୍ଡିତଜୀଙ୍କ ପ୍ରତି ପ୍ରକୃତ ଶ୍ରଦ୍ଧାଞ୍ଜଳି ବୋଲି ବକ୍ତାମାନେ ମତବ୍ୟକ୍ତ କରିଥିଲେ।

  • jmjnewso

    Related Posts

    ଗଞ୍ଜାମରେ ଲଗାଣ ବର୍ଷା, ବଢୁଛି ନଦୀ ଜଳସ୍ତର ; ବିପଦ ସଙ୍କେତ ନିକଟରେ ଋଷିକୁଲ୍ୟା।

    Spread the love

    Spread the loveଜେଏମଜେ ବ୍ୟୁରୋ : ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ତୁହାକୁ ତୁହା ଲଗାଣ ବର୍ଷା ଲାଗି ରହିଛି । ଫଳରେ ଋଷିକୁଲ୍ୟା, ବଡ଼ନଦୀ, ବାଘୁଆ ଓ ଘୋଡ଼ାହାଡ଼ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି । ବିଶେଷ କରି…

    ଗଭୀର ଅବପାତ ପ୍ରଭାବରେ ବେହାଲ ଦକ୍ଷିଣ ଓଡିଶା

    Spread the love

    Spread the loveଜେଏମଜେ ବ୍ୟୁରୋ : ଗଭୀର ଅବପାତ ପ୍ରଭାବରେ ବେହାଲ ହୋଇପଡ଼ିଛି ଦକ୍ଷିଣ ଓଡ଼ିଶା । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆହୁରି ଦିନଟିଏ ପ୍ରବଳ ବର୍ଷାର ପ୍ରକୋପ ରହିବ । ଆଜି ମଧ୍ୟ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ…

    Leave a Reply

    Your email address will not be published. Required fields are marked *

    You Missed

    ୨୦୨୫-୨୬ ଶିକ୍ଷାବର୍ଷରେ ଓଡ଼ିଶା ହଷ୍ଟେଲରେ ୧୫ ନାବାଳିକା ଗର୍ଭବତୀ ହୋଇଛନ୍ତି:ମନ୍ତ୍ରୀ

    • By jmjnewso
    • September 25, 2026
    • 16 views
    ୨୦୨୫-୨୬ ଶିକ୍ଷାବର୍ଷରେ ଓଡ଼ିଶା ହଷ୍ଟେଲରେ ୧୫ ନାବାଳିକା ଗର୍ଭବତୀ ହୋଇଛନ୍ତି:ମନ୍ତ୍ରୀ

    ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ

    • By jmjnewso
    • September 25, 2026
    • 19 views
    ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ

    ସମ୍ବନ୍ଧ’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।

    • By jmjnewso
    • September 25, 2026
    • 28 views
    ସମ୍ବନ୍ଧ’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ।

    ୩୦ ତାରିଖରେ ଓଡ଼ିଶା ବନ୍ଦ !

    • By jmjnewso
    • September 25, 2026
    • 49 views
    ୩୦ ତାରିଖରେ ଓଡ଼ିଶା ବନ୍ଦ !

    ଇନ୍ଦ୍ରାବତୀ ଜଳଭଣ୍ଡାରର ଖୋଲିଲା ଆଉ ଏକ ଗେଟ୍‌, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଓଡ୍ରାଫ୍‌ ଟିମ୍‌ ମୁତୟନ

    • By jmjnewso
    • September 25, 2026
    • 29 views
    ଇନ୍ଦ୍ରାବତୀ ଜଳଭଣ୍ଡାରର ଖୋଲିଲା ଆଉ ଏକ ଗେଟ୍‌, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଓଡ୍ରାଫ୍‌ ଟିମ୍‌ ମୁତୟନ

    ଗଞ୍ଜାମରେ ଲଗାଣ ବର୍ଷା, ବଢୁଛି ନଦୀ ଜଳସ୍ତର ; ବିପଦ ସଙ୍କେତ ନିକଟରେ ଋଷିକୁଲ୍ୟା।

    • By jmjnewso
    • September 25, 2026
    • 36 views
    ଗଞ୍ଜାମରେ ଲଗାଣ ବର୍ଷା, ବଢୁଛି ନଦୀ ଜଳସ୍ତର ; ବିପଦ ସଙ୍କେତ ନିକଟରେ ଋଷିକୁଲ୍ୟା।