ଦୀପାବଳି ରେ ବାଣ ଫୁଟେଇବା ପାଇଁ ଆସିଲା ନୂଆ ନିୟମ

Spread the love

ଜେଏମଜେ ବ୍ୟୁରୋ : ଦୀପାବଳିରେ ବାଣଫୁଟା ନେଇ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଆସିଲା ଗାଇଡଲାଇନ୍ । ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ଅନୁମତି ଦିଆଯାଇଛି । ୧୨୫ ଡେସିବେଲ୍‌ରୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଫୁଟାଇବା ମନା । ସେହିପରି ପାର୍କ ଓ ସାଇଲେନ୍ସ ଜୋନ୍‌ରେ ମଧ୍ୟ ବାଣ ଫୁଟାଇବାକୁ ବାରଣ କରାଯାଇଛି।

ଅନ୍ୟପକ୍ଷରେ ହସ୍ପିଟାଲ୍, ଶିକ୍ଷାନୁଷ୍ଠାନ, କୋର୍ଟ, ଧାର୍ମିକ ଅନୁଷ୍ଠାନର ୧୦୦ ମିଟରରେ ବାଣ ଫୁଟାଇବାକୁ ବାରଣ କରାଯାଇଛି । ସେହିପରି ବସ୍ତି ସହ ରାସ୍ତା ଓ ଜନଗହଳିପୂର୍ଣ୍ଣ ସ୍ଥାନରେ ବାଣ ଫୁଟାକୁ ମଧ୍ୟ ବାରଣ କରାଯାଇଛି । ଖୋଲା ସ୍ଥାନରେ କେବଳ ସବୁଜ ବାଣ ଫୁଟାଇବାକୁ ପ୍ରଦୂଷଣ ବୋର୍ଡ ପକ୍ଷରୁ ଅନୁମତି ଦିଆଯାଇଛି । ସେହିପରି ୧୦ ବର୍ଷରୁ କମ୍ ବୟସର ପିଲାଙ୍କୁ ଶବ୍ଦଯୁକ୍ତ ବାଣ ଦେବାକୁ ମଧ୍ୟ ଗାଇଡଲାଇନ୍‌ରେ ମନା କରାଯାଇଛି।

ସେପଟେ ଦୀପାବଳି ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଟିମ୍ ପ୍ରସ୍ତୁତ । ସେଣ୍ଟ୍ରାଲ ରେଞ୍ଜ, ଉତ୍ତରାଞ୍ଚଳ ରେଞ୍ଜ ଏବଂ ଦକ୍ଷିଣାଞ୍ଚଳ ରେଞ୍ଜ ଭାବେ ୩ଟି ରେଞ୍ଜରେ ସକ୍ରିୟ ରହିବେ ଅଗ୍ନିଶମ ବିଭାଗ । ଦିପାବଳୀ ପାଇଁ ସ୍ପେଶାଲ୍ ଆରେଞ୍ଜମେଣ୍ଟ କରାଯାଇଛି । କଟକରେ ୪ଟି ଏବଂ ଭୁବନେଶ୍ବରରେ ୩ଟି ଆଡ଼ିସନାଲ୍ ଫାୟାର ଷ୍ଟେସନ୍ ହେବ। ଟୁଇନ୍ ସିଟିରେ ୭ଟି ଆଡ଼ିସନାଲ୍ ଫାୟାର ଷ୍ଟେସନ୍ କରିବ ଅଗ୍ନିଶମ ବାହିନୀ। ଟୁଇନ୍ ସିଟିରେ ସବୁ କ୍ଲଷ୍ଟର୍ ପାଖରେ ବୁଲିବେ ଅଗ୍ନିଶମ ଅଧିକାରୀ। ନିଆଁ ଲାଗିବାର ଗୋଲ୍ଡେନ୍ ମୋମେଣ୍ଟରେ ଲିଭିବ ନିଆଁ । ତୁରନ୍ତ ୧୧୨ କୁ କଲ୍ କଲେ ମିଳିବ ସର୍ଭିସ୍। ଏନେଇ ସୂଚନା ଦେଇଛନ୍ତି ଚିଫ୍ ଫାୟାର ଅଫିସର ଦେବେନ୍ଦ୍ର କୁମାର ସ୍ବାଇଁ।

  • Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…