ପିଏମ୍ ଶ୍ରୀ ବାଲିପଦର ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ମେଳା

Spread the love

ବୁଗୁଡ଼ା,୨୯/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ବାଲିପଦରସ୍ଥିତ ପିଏମ୍ ଶ୍ରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରଶାନ୍ତ କୁମାର ଗୌଡ଼ଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି ମେଳାକୁ ଏବିଓ କୃଷ୍ଣଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଏବିଓ ରବୀନ୍ଦ୍ର ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିବା ବେଳେ ପରିଚାଳନା ସମିତିର ସଭାପତି ପୂର୍ଣ୍ଣଚନ୍ଦ୍ର ଜେନା କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ।

ବିଜ୍ଞାନ ମେଳାରେ ବିଦ୍ୟାଳୟର ୩୧ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ବିଭିନ୍ନ ବିଜ୍ଞାନଭିତ୍ତିକ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ। ଛାତ୍ରଛାତ୍ରୀମାନେ ନିଜର ସୃଜନଶୀଳତା ଓ ବୈଜ୍ଞାନିକ ଚିନ୍ତନର ପରିଚୟ ଦେଇ ବିଭିନ୍ନ ପ୍ରକଳ୍ପ ମାଧ୍ୟମରେ ଉପସ୍ଥିତ ଅତିଥି ଓ ଦର୍ଶକଙ୍କୁ ଆକର୍ଷିତ କରିଥିଲେ।ପ୍ରକଳ୍ପଗୁଡ଼ିକର ମୂଲ୍ୟାଙ୍କନ ପାଇଁ ଆଞ୍ଚଳିକ କୃଷି ସଂଯୁକ୍ତ ଉଚ୍ଚ ବିଦ୍ୟାଳୟ, ପଙ୍କଳବାଡ଼ିର ଶିକ୍ଷକ ସନ୍ତୋଷ କୁମାର ପରିଡ଼ା ଏବଂ ଉର୍ଣ୍ଣିତ୍ତ ଉଚ୍ଚ ବିଦ୍ୟାଳୟ, ଘୋଡ଼ାପଡ଼ାର ଶିକ୍ଷୟିତ୍ରୀ ରେଖା ମାନ୍ ବିଚାରକ ଭାବେ ଯୋଗଦେଇଥିଲେ।

ବିଭିନ୍ନ ପ୍ରକଳ୍ପର ମୂଲ୍ୟାଙ୍କନ ପରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ୫ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲାକାର୍ଯ୍ୟକ୍ରମକୁ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀବୃନ୍ଦ ପରିଚାଳନାରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।

  • jmjnewso

    Related Posts

    ବିଜେପି ନେତା ଙ୍କୁ ମରଣାନ୍ତକ ଆକ୍ରମଣ

    Spread the love

    Spread the loveବ୍ରହ୍ମପୁର ଜେଏମଜେ ନ୍ୟୁଜ (ତପେନ୍ଦ୍ର ଡାକୁଆ ): ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅନ୍ତର୍ଗତ କମାଶାସନ-ଗୌଡ଼ଗୋଠ ନିଛାଟିଆ ରାସ୍ତାରେ ବିଜେପି ନେତା କାଳିଆ ନାହାକ ନିଜ ଗାଁ ଗୌଡ଼ ଗୋଠକୁ ଯାଉଥିବା ସମୟରେ ତାଙ୍କ ଉପରେ ହୋଇଛି ମରଣାନ୍ତକ…

    ଶହୀଦ ଭଗତ ସିଂ ଙ୍କ ୧୨୯ ତମ ଜନ୍ମ ଜୟନ୍ତୀ ପାଳିତ।

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ମହାନଗର ନିଗମ ଅନ୍ତର୍ଗତ ଆନନ୍ଦ ନଗର କେନାଲ ସାହି ଠାରେ ଅବସ୍ଥିତ ଭଗତ ସିଂ ଯୁବକ ସଂଘ ପକ୍ଷରୁ ସହିଦ ଭଗତ ସିଂ ଙ୍କ ୧୨୯ ତମ…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍ ଶ୍ରୀ ବାଲିପଦର ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ମେଳା

    • By jmjnewso
    • September 29, 2026
    • 20 views
    ପିଏମ୍ ଶ୍ରୀ ବାଲିପଦର ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ମେଳା

    ପ୍ରତିବାଦ ବେଳେ ମହିଳା କର୍ମୀଙ୍କ ପ୍ରତି ପୋଲିସ ଦୁର୍ବ୍ୟବହାର ଅଭିଯୋଗ, କଂଗ୍ରେସର ରାସ୍ତାରୋକ

    • By jmjnewso
    • September 29, 2026
    • 25 views
    ପ୍ରତିବାଦ ବେଳେ ମହିଳା କର୍ମୀଙ୍କ ପ୍ରତି ପୋଲିସ ଦୁର୍ବ୍ୟବହାର ଅଭିଯୋଗ, କଂଗ୍ରେସର ରାସ୍ତାରୋକ

    ବାୟୋ ଫୁଏଲରେ ଆଇଓସିଏଲ ୮ ଜିଲ୍ଲାରେ କରିବ ପ୍ରକଳ୍ପ

    • By jmjnewso
    • September 29, 2026
    • 20 views
    ବାୟୋ ଫୁଏଲରେ ଆଇଓସିଏଲ ୮ ଜିଲ୍ଲାରେ କରିବ ପ୍ରକଳ୍ପ

    ସିଏଜି ରିପୋର୍ଟରେ ଓଡ଼ିଶାରେ ମାଳ ମାଳ ଦୁର୍ନୀତି! ହେଲେ ବିଜେପି ସରକାର ନିରବ କାହିଁକି

    • By jmjnewso
    • September 29, 2026
    • 41 views
    ସିଏଜି ରିପୋର୍ଟରେ ଓଡ଼ିଶାରେ ମାଳ ମାଳ ଦୁର୍ନୀତି! ହେଲେ ବିଜେପି ସରକାର ନିରବ କାହିଁକି

    ବିଜୁଳି ବିଲ୍‌ରୁ ଅସୁଲ ହେବ ଟ୍ରାଫିକ ଚାଲାଣ ଜୋରିମାନା

    • By jmjnewso
    • September 29, 2026
    • 70 views
    ବିଜୁଳି ବିଲ୍‌ରୁ ଅସୁଲ ହେବ ଟ୍ରାଫିକ ଚାଲାଣ ଜୋରିମାନା

    ରୋଚକ ମୋଡ଼ ନେଉଛି ଓଡ଼ିଶା ପୁଲିସ ଡିଜି ନିଯୁକ୍ତି ବିବାଦ!

    • By jmjnewso
    • September 29, 2026
    • 42 views
    ରୋଚକ ମୋଡ଼ ନେଉଛି ଓଡ଼ିଶା ପୁଲିସ ଡିଜି ନିଯୁକ୍ତି ବିବାଦ!