ଛାତ୍ର ସଂସଦ ନିର୍ବାଚନ କୁ ନେଇ ମନ୍ତ୍ରୀଙ୍କ ଭ୍ରମାତ୍ମକ ମନ୍ତବ୍ୟ ¡

Spread the love

ଜେଏମଜେ ନ୍ୟୁଜ : ଏବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ । ତେବେ ଦଶହରା ଛୁଟି ପୂର୍ବରୁ ହେବ କି ପରେ, ସେ ନେଇ ଉଚ୍ଚଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ବିଚାର ବିମର୍ଷ ଚାଲିଛି । ତଥାପି ରାଜ୍ୟ ସରକାରଙ୍କ ସବୁଜ ସଙ୍କେତକୁ କେବଳ ଅପେକ୍ଷା ରହିଛି ।ଏହାରି ଭିତରେ ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ପ୍ରତିକ୍ରିୟା ନୂଆ ଚର୍ଚ୍ଚାକୁ ଜନ୍ମ ଦେଇଛି । ମନ୍ତ୍ରୀ କହିଛନ୍ତି, ସରକାର କେବେ ବି ଛାତ୍ର ସଂସଦ ନିର୍ବାଚନକୁ ଅଗ୍ରାହ୍ୟ କରିନାହାନ୍ତି। ସୂଚାରୁରୂପେ ନିର୍ବାଚନ କରିବାକୁ ସରକାର ପ୍ରୟାସ ରତ । ଠିକ୍ ସମୟରେ ସଠିକ୍ ନିଷ୍ପତ୍ତି ନିଆଯିବ ଏବଂ ନିର୍ବାଚନ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ସରକାର ହିଁ ନେବେ ବୋଲି ସେ କହିଛନ୍ତି। ଏଥିସହ ଏପର୍ଯ୍ୟନ୍ତ ଛାତ୍ର ସଂସଦ ନିର୍ବାଚନ ନେଇ କୌଣସି ନିଷ୍ପତ୍ତି ଚୂଡ଼ାନ୍ତ ହୋଇନଥିବା ମଧ୍ୟ ସେ ସ୍ପଷ୍ଟ କରିଛନ୍ତି।

  • jmjnewso

    Related Posts

    ଭୋଟ ଚୋରି ପ୍ରସଙ୍ଗରେ ଏକଜୁଟ୍‌ ହେଲେ ଇଣ୍ଡିମେଣ୍ଟ: ଅକ୍ଟୋବର ୬ରେ ବିରୋଧୀ ସାଂସଦଙ୍କ ପଦଯାତ୍ରା

    Spread the love

    Spread the loveନୂଆଦିଲ୍ଲୀ: ଜେଏମଜେ ନ୍ୟୁଜ : ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଓ ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରସଙ୍ଗରେ ବିରୋଧୀ ଇଣ୍ଡିମେଣ୍ଟର ସହଯୋଗୀ ଦଳଗୁଡ଼ିକ ବୁଧବାର ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ସିଇସି ଜ୍ଞାନେଶ କୁମାରଙ୍କ…

    “ଜନସେବକଙ୍କ ମହାକୁମ୍ଭ’ରେ ଯୋଗଦେବେ ଓଡ଼ିଶାର ଜନପ୍ରତିନିଧି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନସେବାର ୨୫ ବର୍ଷ ପୂର୍ତ୍ତି ଅବସରରେ ଅକ୍ଟୋବର ୧୭ ତାରିଖରେ କୋଲକାତାରେ ‘ଜନସେବକଙ୍କ ମହାକୁମ୍ଭ’ ଆୟୋଜନ କରାଯାଉଛି । ଏହି କାର୍ଯ୍ୟକ୍ରମରେ ସାରା ଦେଶରୁ ସରପଞ୍ଚଙ୍କ ଠାରୁ…

    Leave a Reply

    Your email address will not be published. Required fields are marked *

    You Missed

    ‘ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ ସ୍ୱଚ୍ଛତା ଅଭିଯାନ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

    ‘ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ ସ୍ୱଚ୍ଛତା ଅଭିଯାନ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

    ଆଜି ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବ ବୈଠକ, ଯୋଗଦେବେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀ

    ଆଜି ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବ ବୈଠକ, ଯୋଗଦେବେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀ

    ଛାତ୍ର ସଂସଦ ନିର୍ବାଚନ କୁ ନେଇ ମନ୍ତ୍ରୀଙ୍କ ଭ୍ରମାତ୍ମକ ମନ୍ତବ୍ୟ ¡

    ଛାତ୍ର ସଂସଦ ନିର୍ବାଚନ କୁ ନେଇ ମନ୍ତ୍ରୀଙ୍କ ଭ୍ରମାତ୍ମକ ମନ୍ତବ୍ୟ ¡

    ଦେଶରେ ବାଣ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଇବା କୌଣସି ଯୋଜନା ନାହିଁ : ସୁପ୍ରିମକୋର୍ଟ

    ଦେଶରେ ବାଣ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଇବା କୌଣସି ଯୋଜନା ନାହିଁ : ସୁପ୍ରିମକୋର୍ଟ

    ଭୋଟ ଚୋରି ପ୍ରସଙ୍ଗରେ ଏକଜୁଟ୍‌ ହେଲେ ଇଣ୍ଡିମେଣ୍ଟ: ଅକ୍ଟୋବର ୬ରେ ବିରୋଧୀ ସାଂସଦଙ୍କ ପଦଯାତ୍ରା

    ଭୋଟ ଚୋରି ପ୍ରସଙ୍ଗରେ ଏକଜୁଟ୍‌ ହେଲେ ଇଣ୍ଡିମେଣ୍ଟ: ଅକ୍ଟୋବର ୬ରେ ବିରୋଧୀ ସାଂସଦଙ୍କ ପଦଯାତ୍ରା

    ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ର ନିଲମ୍ବିତ

    ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ର ନିଲମ୍ବିତ