ଦୁଇ ବାଇକ ମୁହାଁମୁହିଁ ଧକ୍କା ; ଚାରି ଆହତ

Spread the love

ବୁଗୁଡ଼ା,୦୧/୧୦ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଖୋଳଖାଳି ଛକ ନିକଟରେ ଆଜି ସନ୍ଧ୍ୟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି।ଆହତମାନେ ହେଲେ ଜଗନ୍ନାଥପ୍ରସାଦ ଥାନା ଜିରାବାଡ଼ି ଗ୍ରାମର ଜିତେନ୍ଦ୍ର ସାଥୁଆ ଓ ଗୋପାଳ ସେଠୀ ଏବଂ ବୁଗୁଡ଼ା ଥାନା ପଙ୍କଳବାଡ଼ି ଗ୍ରାମର ଚନ୍ଦନ ଦାସ ଓ ପାୟଲ ନାୟକ।

ଦୁର୍ଘଟଣା ସମ୍ପର୍କରେ ଖବର ପାଇ ବୁଗୁଡ଼ା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିଥିଲା।୧୦୮ ଆମ୍ବୁଲାନ୍ସ ପହଞ୍ଚି ନ ପାରିବାରୁ, ପୋଲିସ ବିଳମ୍ବ ନକରି ଏକ ଅଟୋ ସାହାଯ୍ୟରେ ଆହତମାନଙ୍କୁ ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା।ଦୁର୍ଘଟଣା ଯୋଗୁଁ ରାସ୍ତାର ଉଭୟ ପାର୍ଶ୍ୱରେ କିଛି ସମୟ ପାଇଁ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରାଫିକ ସମସ୍ୟା ଦୂର କରିବା ସହ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦ୍ୱୟକୁ ଜବତ କରିଛି।

  • jmjnewso

    Related Posts

    ନିମ୍ନମାନର କାମକୁ ବିରୋଧ କରିବାରୁ ନାଏବ ସରପଞ୍ଚ ଓ ତାଙ୍କ ଦୁଇ ପୁଅଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ

    Spread the love

    Spread the loveନିମ୍ନମାନର ଫେଭର ବ୍ଲକ୍ କାମକୁ ବିରୋଧ କରିବାରୁ ନାଏବ ସରପଞ୍ଚ ଓ ତାଙ୍କ ଦୁଇ ପୁଅଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ । ଲୁହା ରଡ୍ ଓ ଠେଙ୍ଗାରେ ଆକ୍ରମଣରେ ୩ ଜଣ ଗୁରୁତର ଆହତ । ଘଟଣା ଘଟିଛି…

    କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୬ଅନୁଷ୍ଠିତ

    Spread the love

    Spread the loveପୁରୁଷୋତ୍ତମପୁର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଳକ ସମା ସ୍ଥିତ ଶ୍ରୀ ରଘୁନାଥ ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଅଶୋକ କୁମାର ତ୍ରିପାଠୀ ଙ୍କ ସଭାପତିତ୍ବରେ ରାଣୀ ଗାଁ କ୍ଳଷ୍ଟର ସ୍ତରୀୟ ଶିଶୁ…

    Leave a Reply

    Your email address will not be published. Required fields are marked *

    You Missed

    ନିମ୍ନମାନର କାମକୁ ବିରୋଧ କରିବାରୁ ନାଏବ ସରପଞ୍ଚ ଓ ତାଙ୍କ ଦୁଇ ପୁଅଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ

    ନିମ୍ନମାନର କାମକୁ ବିରୋଧ କରିବାରୁ ନାଏବ ସରପଞ୍ଚ ଓ ତାଙ୍କ ଦୁଇ ପୁଅଙ୍କୁ ସଂଘବଦ୍ଧ ଆକ୍ରମଣ ଅଭିଯୋଗ

    ଦୁଇ ବାଇକ ମୁହାଁମୁହିଁ ଧକ୍କା ; ଚାରି ଆହତ

    ଦୁଇ ବାଇକ ମୁହାଁମୁହିଁ ଧକ୍କା ; ଚାରି ଆହତ

    କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୬ଅନୁଷ୍ଠିତ

    କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି- ୨୦୨୬ଅନୁଷ୍ଠିତ

    ‘ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ ସ୍ୱଚ୍ଛତା ଅଭିଯାନ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

    ‘ଏକ ଦିନ୍, ଏକ ଘଣ୍ଟା, ଏକ ସାଥ୍’ ସ୍ୱଚ୍ଛତା ଅଭିଯାନ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

    ଆଜି ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବ ବୈଠକ, ଯୋଗଦେବେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀ

    ଆଜି ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହେବ ବୈଠକ, ଯୋଗଦେବେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀ

    ଛାତ୍ର ସଂସଦ ନିର୍ବାଚନ କୁ ନେଇ ମନ୍ତ୍ରୀଙ୍କ ଭ୍ରମାତ୍ମକ ମନ୍ତବ୍ୟ ¡

    ଛାତ୍ର ସଂସଦ ନିର୍ବାଚନ କୁ ନେଇ ମନ୍ତ୍ରୀଙ୍କ ଭ୍ରମାତ୍ମକ ମନ୍ତବ୍ୟ ¡