ଆସନ୍ତା ୪ରୁ ଦୁଗ୍ଧ ଦର ବୃଦ୍ଧି କରିବ ଓମଫେଡ୍

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ପାର୍ବଣ ପୂର୍ବରୁ ପୁଣି ଗ୍ରାହକଙ୍କୁ ମହଙ୍ଗାମାଡ। ପକେଟରେ ପଡ଼ିବ ପ୍ରଭାବ। ଗତକାଲି ବାଣିଜ୍ୟିକ ଗ୍ୟାସ ସିଲିଣ୍ଡର ଦର ବୃଦ୍ଧି ପାଇଥିବା ବେଳେ ଏବେ ବଢିଲା ଓମଫେଡ୍ କ୍ଷୀର ଦର। ଆସନ୍ତା ୪ ତାରିଖରୁ ଓମଫେଡ୍ କ୍ଷୀର ଦର ବୃଦ୍ଧି କରିବାକୁ ଯାଉଛି। ପ୍ରତି ଲିଟରରେ ୨ରୁ ୪ ଟଙ୍କା ବଢିଛି। ଟୋନଡ୍ ଦୁଗ୍ଧ ଲିଟର ପ୍ରତି ୫୬ ଟଙ୍କାରୁ ବୃଦ୍ଧି ପାଇ ୫୮ ଟଙ୍କା ହୋଇଛି।

୪ରୁ ଦୁଗ୍ଧ ଦର ଓମ୍‌ଫେଡ୍‌ ବୃଦ୍ଧି କରିବ। ଟୋନ୍‌ଡ ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ହୋଇ ଲିଟର ୫୪ ଟଙ୍କାରୁ ବୃଦ୍ଧି ପାଇ ୫୮ ଟଙ୍କା ହେବ। ଟୋନ୍‌ଡ ଦୁଗ୍ଧ ପ୍ୟାକେଟ୍‌ (୫୦୦ ମି.ଲି) ୨ ଟଙ୍କା ବୃଦ୍ଧି ହେବ। ପ୍ରିମିୟମ ଦୁଗ୍ଧ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି ହେବ। ଲିଟର ୫୮ ଟଙ୍କାରୁ ବୃଦ୍ଧି ପାଇ ୬୦ ଟଙ୍କା ହେବ। ପ୍ରିମିୟମ ଦୁଗ୍ଧ ପ୍ୟାକେଟ୍‌ (୫୦୦ ମି.ଲି) ୧ ଟଙ୍କା ବୃଦ୍ଧି ହେବ। ଗୋଲ୍ଡ ପ୍ଲସ୍‌ ଦୁଗ୍ଧ ଲିଟର ପ୍ରତି ୨ ଟଙ୍କା ବୃଦ୍ଧି ହୋଇ ଲିଟର ୬୪ ଟଙ୍କାରୁ ବୃଦ୍ଧି ପାଇ ୬୬ ଟଙ୍କା ହେବ। ଗୋଲ୍ଡ ପ୍ଲସ୍ ଦୁଗ୍ଧ ପ୍ୟାକେଟ୍‌ (୫୦୦ ମି.ଲି) ୧ ଟଙ୍କା ବୃଦ୍ଧି ହେବ।

  • jmjnewso

    Related Posts

    ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜିଠାରୁ ସିଜେପିର ଦେଶବ୍ୟାପୀ ଆନ୍ଦୋଳନ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜିଠାରୁ ସିଜେପିର ଦେଶବ୍ୟାପୀ ଆନ୍ଦୋଳନ। ବିଭିନ୍ନ ରାଜ୍ୟରେ ସିଜେପି ଆନ୍ଦୋଳନ କରିବାକୁ ଘୋଷଣା କରିଛନ୍ତି ଦଳର ପ୍ରତିଷ୍ଠାତା ଅଭିଜିତ ଦୀପକେ। ନିର୍ବାଚନ କମିଶନ ମଧ୍ୟରେ…

    ପାର୍ବଣରେ ଚଳ ଚଞ୍ଚଳ ହେଲାଣି ବିଭିନ୍ନ ଶକ୍ତିପୀଠ

    Spread the love

    Spread the loveଜେଏମଜେ ବ୍ୟୁରୋ : ପାର୍ବଣରେ ଶକ୍ତି ଆରାଧନା । ଚଳଚଞ୍ଚଳର ରାଜ୍ୟର ସମସ୍ତ ଶକ୍ତପୀଠ । ମୂଳାଷ୍ଟମୀ ଠାରୁ ବିଜୟା ଦଶମୀ ଯାଏଁ ଚାଲିବ ଷୋଡ଼ଶ ଉପଚାର ପୂଜା । ଏଥିପାଇଁ କଟକର ବିଭିନ୍ନ ଶକ୍ତିପୀଠ ମାନଙ୍କରେ ଶେଷ…

    Leave a Reply

    Your email address will not be published. Required fields are marked *

    You Missed

    ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜିଠାରୁ ସିଜେପିର ଦେଶବ୍ୟାପୀ ଆନ୍ଦୋଳନ

    ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜିଠାରୁ ସିଜେପିର ଦେଶବ୍ୟାପୀ ଆନ୍ଦୋଳନ

    ପାର୍ବଣରେ ଚଳ ଚଞ୍ଚଳ ହେଲାଣି ବିଭିନ୍ନ ଶକ୍ତିପୀଠ

    ପାର୍ବଣରେ ଚଳ ଚଞ୍ଚଳ ହେଲାଣି ବିଭିନ୍ନ ଶକ୍ତିପୀଠ

    ପୁନର୍ଗଠିତ ହେଲା ବିଜେଡି ମିଡିଆ ସେଲ୍

    ପୁନର୍ଗଠିତ ହେଲା ବିଜେଡି ମିଡିଆ ସେଲ୍

    ହବିଷ୍ୟାଳିଙ୍କ ପାଇଁ ନିଶୁଳ୍କ ରହଣୀ ଓ ମହାପ୍ରସାଦ ବ୍ୟବସ୍ଥା, ଆସନ୍ତା ୬ରୁ ଅନଲାଇନ୍ ଆବେଦନ

    ହବିଷ୍ୟାଳିଙ୍କ ପାଇଁ ନିଶୁଳ୍କ ରହଣୀ ଓ ମହାପ୍ରସାଦ ବ୍ୟବସ୍ଥା, ଆସନ୍ତା ୬ରୁ ଅନଲାଇନ୍ ଆବେଦନ

    ସବୁ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ ରାଜ୍ୟ ସରକାର: ଜନସମ୍ପର୍କ ପଦଯାତ୍ରାରେ ବିଜେପି ଉପରେ ନବୀନଙ୍କ କଡ଼ା ପ୍ରହାର

    ସବୁ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ ରାଜ୍ୟ ସରକାର: ଜନସମ୍ପର୍କ ପଦଯାତ୍ରାରେ ବିଜେପି ଉପରେ ନବୀନଙ୍କ କଡ଼ା ପ୍ରହାର

    ଆସନ୍ତା ୪ରୁ ଦୁଗ୍ଧ ଦର ବୃଦ୍ଧି କରିବ ଓମଫେଡ୍

    ଆସନ୍ତା ୪ରୁ ଦୁଗ୍ଧ ଦର ବୃଦ୍ଧି କରିବ ଓମଫେଡ୍