ହବିଷ୍ୟାଳିଙ୍କ ପାଇଁ ନିଶୁଳ୍କ ରହଣୀ ଓ ମହାପ୍ରସାଦ ବ୍ୟବସ୍ଥା, ଆସନ୍ତା ୬ରୁ ଅନଲାଇନ୍ ଆବେଦନ

Spread the love

ପୁରୀ : ଜେଏମଜେ ନ୍ୟୁଜ : ପୁରୀରେ ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନା ଅକ୍ଟୋବର ୨୬ ରୁ ହୋଇ ନଭେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୬ ତାରିଖ ଦିନ ଆରମ୍ଭ ହେବ ଅନଲାଇନ୍ ଆବେଦନ ପ୍ରକ୍ରିୟା । ଚଳିତ ବର୍ଷ ପୁରୀ ବୃନ୍ଦାବତୀ ନିବାସ ,ପୌର କଲ୍ୟାଣ ମଣ୍ଡପ ଓ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସ ଆଦି ୩ ଟି ସ୍ଥାନରେ ୨୫୦୦ ହବିଷିଆଳିଙ୍କ ନିଃଶୁଳ୍କ ରହଣୀ,ସ୍ୱତନ୍ତ୍ର ଶ୍ରୀମନ୍ଦିର ଦର୍ଶନ,ମାଗଣା ମହାପ୍ରସାଦ ସେବନ ବ୍ୟବସ୍ଥା କରାଯାଉଛି ।

ରାଜ୍ୟର ୩୦ଟି ଜିଲ୍ଲାରୁ ଆବେଦନକାରୀ https://edistrict.odisha.gov.in ମାଧ୍ୟମରେ ଆବେଦନ କରିପାରିବେ । ନୂଆ ଆବେଦନକାରୀଙ୍କୁ ପ୍ରାଧାନ୍ୟ ଦିଆଯିବ। ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ହବିଷିଆଳିଙ୍କ ରହଣୀ,ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ ,ସ୍ୱେଚ୍ଛାସେବୀ ମୁତୟନ , ଭଜନ କୀର୍ତ୍ତନ ,ପୂଜା ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି।କେବଳ ଅନଲାଇନ୍ ରେଜିଷ୍ଟ୍ରେସନ୍ ମାଧ୍ୟମରେ ହବିଷିଆଳୀି ପଞ୍ଜୀକରଣ କରିବେ ।

  • jmjnewso

    Related Posts

    ଶିକରପାଇ ବିଦ୍ୟାଳୟରେ ସାମର୍ଥ ଶିବିର

    Spread the love

    Spread the loveରାୟଗଡା : ଜେଏମଜେ ନ୍ୟୁଜ (ସୁପ୍ରିୟା ଷଡ଼ଙ୍ଗୀ ): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ଶିକରପାଇ ପଞ୍ଚାୟତ ସଦରରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଇକୋ କ୍ଲବ ତରଫରୁ ସାମର୍ଥ ଶିବିର ଅନୁଷ୍ଠିତ ହୋଇଛି। ବିଦ୍ୟାଳୟ ପକ୍ଷରୁ…

    କନିସି ଠାରେ ଗାନ୍ଧୀ ଜୟନ୍ତୀ ପାଳିତ : ଯୋଗ ଦେଲେ ପରିବହନ ମନ୍ତ୍ରୀ

    Spread the love

    Spread the loveରଙ୍ଗେଈଲୁଣ୍ଡା : ଜେଏମଜେ ନ୍ୟୁଜ : ଗାନ୍ଧୀଜୟନ୍ତୀ ଅବସରରେ କନିସି ହାଟ ଏବଂ ଜଗନ୍ନାଥ ମନ୍ଦିର ରେ ସ୍ୱଛତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମ ରେ ମାନ୍ୟବର ପରିବହନ ଏବଂ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା…

    Leave a Reply

    Your email address will not be published. Required fields are marked *

    You Missed

    ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜିଠାରୁ ସିଜେପିର ଦେଶବ୍ୟାପୀ ଆନ୍ଦୋଳନ

    ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜିଠାରୁ ସିଜେପିର ଦେଶବ୍ୟାପୀ ଆନ୍ଦୋଳନ

    ପାର୍ବଣରେ ଚଳ ଚଞ୍ଚଳ ହେଲାଣି ବିଭିନ୍ନ ଶକ୍ତିପୀଠ

    ପାର୍ବଣରେ ଚଳ ଚଞ୍ଚଳ ହେଲାଣି ବିଭିନ୍ନ ଶକ୍ତିପୀଠ

    ପୁନର୍ଗଠିତ ହେଲା ବିଜେଡି ମିଡିଆ ସେଲ୍

    ପୁନର୍ଗଠିତ ହେଲା ବିଜେଡି ମିଡିଆ ସେଲ୍

    ହବିଷ୍ୟାଳିଙ୍କ ପାଇଁ ନିଶୁଳ୍କ ରହଣୀ ଓ ମହାପ୍ରସାଦ ବ୍ୟବସ୍ଥା, ଆସନ୍ତା ୬ରୁ ଅନଲାଇନ୍ ଆବେଦନ

    ହବିଷ୍ୟାଳିଙ୍କ ପାଇଁ ନିଶୁଳ୍କ ରହଣୀ ଓ ମହାପ୍ରସାଦ ବ୍ୟବସ୍ଥା, ଆସନ୍ତା ୬ରୁ ଅନଲାଇନ୍ ଆବେଦନ

    ସବୁ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ ରାଜ୍ୟ ସରକାର: ଜନସମ୍ପର୍କ ପଦଯାତ୍ରାରେ ବିଜେପି ଉପରେ ନବୀନଙ୍କ କଡ଼ା ପ୍ରହାର

    ସବୁ କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ ରାଜ୍ୟ ସରକାର: ଜନସମ୍ପର୍କ ପଦଯାତ୍ରାରେ ବିଜେପି ଉପରେ ନବୀନଙ୍କ କଡ଼ା ପ୍ରହାର

    ଆସନ୍ତା ୪ରୁ ଦୁଗ୍ଧ ଦର ବୃଦ୍ଧି କରିବ ଓମଫେଡ୍

    ଆସନ୍ତା ୪ରୁ ଦୁଗ୍ଧ ଦର ବୃଦ୍ଧି କରିବ ଓମଫେଡ୍