ବିଇଓ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

Spread the love

କବିସୂର୍ଯ୍ୟନଗର : ଜେଏମଜେ ନ୍ୟୁଜ : କବିସୂର୍ଯ୍ୟନଗର କଲ୍ୟାଣ ମଣ୍ଡପ ଠାରେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଙ୍କ ପକ୍ଷରୁ ବିଇଓ ଅଭିମନ୍ୟୁ ସାହୁଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ପ୍ରଧାନ ଶିକ୍ଷକ ଦିବାକର ଶତପଥୀ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ,ସମ୍ମାନିତ ଅତିଥି ଭାବେ ବିଡିଓ ରାଜେନ୍ଦ୍ର ପ୍ରସାଦ ନାୟକ,ପ୍ରଧାନ ଶିକ୍ଷକ ମିହିର କାନ୍ତ ଶତପଥୀ,ପ୍ରଧାନ ଶିକ୍ଷକ ମଧୁସୂଦନ ମହାପାତ୍ର,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ସିମାଞ୍ଚଳ ପାଣି,ଶିକ୍ଷକ ନେତା ନାରାୟଣ ବେହେରା,ଶିକ୍ଷକ ନେତା ତୁମ୍ବନାଥ ବେହେରା,ଖଲ୍ଲିକୋଟ ଡି.ଆଇ.ଇ.ଟି.ର ପ୍ରଧ୍ୟାପିକା ନିହାରିକା ସାମନ୍ତରା, ଏବିଇଓ ଜୟସେନ ସେଠି,ପ୍ରମୁଖ ଅତିଥି ଭାବେ ଯୋଗଦେଇ ବିଇଓ ଶ୍ରୀ ସାହୁଙ୍କ କାର୍ଯ୍ୟଦକ୍ଷତା,ନିଷ୍ଠା ଓ ସେବା କାର୍ଯ୍ୟକୁ ନେଇ ସମସ୍ତେ ପ୍ରଶଂସା କରିଥିଲେ । ଶ୍ରୀ ସାହୁଙ୍କ ଆଗାମୀ ଭବିଷ୍ୟତ ସୁଖ ଓ ସମୃଦ୍ଧି ପାଇଁ ସମସ୍ତେ କାମନା କରିଥିଲେ । ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ବ୍ଲକ ଓ ଏନ୍ଏସିର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ ।

  • jmjnewso

    Related Posts

    ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନର ନୂଆଁଖାଇ ବନ୍ଧୁମିଳନ

    Spread the love

    Spread the loveବରଗଡ଼ : ଜେଏମଜେ ନ୍ୟୁଜ (କ୍ଷମାନିଧି ବଣ୍ଡୁକି ):ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ରେଶମ ବଜାର ପ୍ରାଙ୍ଗଣରେ ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନ ଭେଡେନର ରେଶମ, ଅରେଇଗୁଡି, ଅଇଁଲାପାଲି ଓ ଲୁହାଖଣ୍ଡି ପଞ୍ଚାୟତକୁ ନେଇ ନୂଆଁଖାଇ ବନ୍ଧୁମିଳନ…

    ଶିକ୍ଷକଙ୍କ ମାଡ଼ରେ ଦୁଇ ଛାତ୍ର ଆହତ ; ଅଭିଯୋଗ ଆଣିଲେ ଅଭିଭାବକ,ହେଲେ BEO ଅଫିସ ଫାଇଲରେ ନାହିଁ ଅଭିଯୋଗପତ୍ର

    Spread the love

    Spread the love ବୁଗୁଡ଼ା,୦୩/୧୦ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ଅଧୀନ କରଚୁଲି ପଞ୍ଚାୟତର ଭାବସର ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଙ୍କୁ ମାଡ଼ ମାରିବା ନେଇ ଏକ ଅଭାବନୀୟ ଅଭିଯୋଗ ସାମ୍ନାକୁ…

    Leave a Reply

    Your email address will not be published. Required fields are marked *

    You Missed

    ସେଲ୍ଫ ଏୱାକିଙ୍ଗ ମିଶନ ତରଫରୁ ଶିଶୁମାନଙ୍କୁ ସକାରାତ୍ମକ ଚିନ୍ତାଧାରା ଓ ଆତ୍ମବିଶ୍ୱାସ ବିକାଶ ପାଇଁ ପ୍ରେରଣା ପ୍ରଦାନ

    ସେଲ୍ଫ ଏୱାକିଙ୍ଗ ମିଶନ ତରଫରୁ ଶିଶୁମାନଙ୍କୁ ସକାରାତ୍ମକ ଚିନ୍ତାଧାରା ଓ ଆତ୍ମବିଶ୍ୱାସ ବିକାଶ ପାଇଁ ପ୍ରେରଣା ପ୍ରଦାନ

    ପାର୍ବଣକୁ ବିଗାଡ଼ି ଦେବ କି ବର୍ଷା ?

    ପାର୍ବଣକୁ ବିଗାଡ଼ି ଦେବ କି ବର୍ଷା ?

    ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନର ନୂଆଁଖାଇ ବନ୍ଧୁମିଳନ

    ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନର ନୂଆଁଖାଇ ବନ୍ଧୁମିଳନ

    ଶିକ୍ଷକଙ୍କ ମାଡ଼ରେ ଦୁଇ ଛାତ୍ର ଆହତ ; ଅଭିଯୋଗ ଆଣିଲେ ଅଭିଭାବକ,ହେଲେ BEO ଅଫିସ ଫାଇଲରେ ନାହିଁ ଅଭିଯୋଗପତ୍ର

    ଶିକ୍ଷକଙ୍କ ମାଡ଼ରେ ଦୁଇ ଛାତ୍ର ଆହତ ; ଅଭିଯୋଗ ଆଣିଲେ ଅଭିଭାବକ,ହେଲେ BEO ଅଫିସ ଫାଇଲରେ ନାହିଁ ଅଭିଯୋଗପତ୍ର

    ଶରଣକୂଳ ରେ ସ୍ୱାଭାବିକ ଅବସ୍ଥା ଫେରିବା ପାଇଁ ମହିଳା ଅଧିକାରିଣୀ ଙ୍କ ପ୍ରୟାସ!

    ଶରଣକୂଳ ରେ ସ୍ୱାଭାବିକ ଅବସ୍ଥା ଫେରିବା ପାଇଁ ମହିଳା ଅଧିକାରିଣୀ ଙ୍କ ପ୍ରୟାସ!

    ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ପକ୍ଷରୁ ବିଶ୍ୱ ସଂସ୍କୃତ ଦିବସ ପାଳିତ

    ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ପକ୍ଷରୁ ବିଶ୍ୱ ସଂସ୍କୃତ ଦିବସ ପାଳିତ