ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ପକ୍ଷରୁ ବିଶ୍ୱ ସଂସ୍କୃତ ଦିବସ ପାଳିତ

Spread the love

କୋରାପୁଟ : ଜେଏମଜେ ନ୍ୟୁଜ : (ଦେବାଶ୍ରିତ ପଟ୍ଟନାୟକ ): କୋରାପୁଟ ସ୍ଥିତ ପି ଏ ମ ଶ୍ରୀ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଉତ୍କଳ ସଂକୃତ ଶିକ୍ଷକ ମହାସଂଘ ଦ୍ୱାରା ବିଶ୍ୱ ସଂକୃତ ଦିବସ ମହା ସମାରୋହ ରେ ପାଳିତ ହୋଇଯାଇଛି l ଏଥିରେ ମୂଖ୍ୟ ଅତିଥି ଭାବେ କୋରାପୁଟ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଅର୍ପିତା ପ୍ରଧାନ ଯୋଗଦେଇ ଥିବା ବେଳେ ଅନ୍ୟ ଅତିଥିଭାବେ ଜୟନ୍ତ କୁମାର ପାଳ ଶ୍ରୀମତୀ ରଶ୍ମିତା କୁମାରୀ ବେହେରା ଗୋକୁଳା ନନ୍ଦ ପ୍ରଧାନ କେନ୍ଦ୍ରୀୟ ବିଶ୍ୱ ବିଦ୍ୟାଳୟ ର ପ୍ରଫେସର ଦେବାଶିଷ କର୍ମକର ଯୋଗଦେଇ ସଂକୃତ ଭାଷାର ପ୍ରଚାର ପ୍ରସାର ପାଇଁ ସମସ୍ତେ ଉଦ୍ୟମ କରିବା ଉଚିତ ବୋଲି କହିବା ସହ ଆଜି ବି ଏହି ପ୍ରାଚୀନ ଭାଷା ତାର କଳା ସଂକୃତି ଭାଷା ଭାସ୍କଯ୍ୟ କୁ ବଞ୍ଚାଇ ରଖିବାକୁ ପ୍ରୟାସ ଜାରି ରଖିଛି ବୋଲି କହିଥିଲେ l ସଂକୃତ ଶିକ୍ଷକ ମନୋଜ କୁମାର ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସଙ୍ଘର ସଂପାଦକ ଜ୍ୟାତି ରଞ୍ଜନ ନନ୍ଦ ବାର୍ଷିକ ବିବରଣୀ ପାଠ କରିଥିଲେ ସେହିପରି କୃତି ପ୍ରତିଯୋଗୀ ଙ୍କୁ ଅତିଥି ଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ସଂଘର ସମସ୍ତ କର୍ମକର୍ତ୍ତା ଓ ପି ଏମ ଶ୍ରୀ ବିଦ୍ୟାଳୟ ଶାରୀରିଜ ଶିକ୍ଷକ ଭୀମ ବେହେରା କାଯ୍ୟକ୍ରମ ରେ ସହଯୋଗ କରିଥିଲେ ଜିଲ୍ଲା ର ସମସ୍ତ ବ୍ଲକ ର ସରକାରୀ ବିଦ୍ୟାଳୟ ସଂକୃତ ଶିକ୍ଷକ ଶିକ୍ଷୟତ୍ରୀ ଏହି କାଯ୍ୟକ୍ରମ ରେ ଉପସ୍ଥିତ ଥିଲେ।

  • jmjnewso

    Related Posts

    ସେଲ୍ଫ ଏୱାକିଙ୍ଗ ମିଶନ ତରଫରୁ ଶିଶୁମାନଙ୍କୁ ସକାରାତ୍ମକ ଚିନ୍ତାଧାରା ଓ ଆତ୍ମବିଶ୍ୱାସ ବିକାଶ ପାଇଁ ପ୍ରେରଣା ପ୍ରଦାନ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ନ୍ୟୁଜ : ସେଲ୍ଫ ଏୱାକିଙ୍ଗ ମିଶନ ତରଫରୁ ଶିଶୁମାନଙ୍କ ମଧ୍ୟରେ ଖୁସି, ସକାରାତ୍ମକ ଚିନ୍ତା, ଆତ୍ମବିଶ୍ୱାସ ଓ ମାନବିକତାର ଭାବନା ବଢ଼ାଇବା ଉଦ୍ଦେଶ୍ୟରେ ନିୟମିତ ସେବା କାର୍ଯ୍ୟକ୍ରମ କରାଯାଉଥିବା ବେଳେ ଗାନ୍ଧୀ ଜୟନ୍ତୀ ଅବସରରେ…

    ହବିଷ୍ୟାଳିଙ୍କ ପାଇଁ ନିଶୁଳ୍କ ରହଣୀ ଓ ମହାପ୍ରସାଦ ବ୍ୟବସ୍ଥା, ଆସନ୍ତା ୬ରୁ ଅନଲାଇନ୍ ଆବେଦନ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ପୁରୀରେ ରାଜ୍ୟ ସରକାରଙ୍କ ହବିଷିଆଳି ଯୋଜନା ଅକ୍ଟୋବର ୨୬ ରୁ ହୋଇ ନଭେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଆସନ୍ତା ୬ ତାରିଖ ଦିନ ଆରମ୍ଭ ହେବ ଅନଲାଇନ୍ ଆବେଦନ…

    Leave a Reply

    Your email address will not be published. Required fields are marked *

    You Missed

    ସେଲ୍ଫ ଏୱାକିଙ୍ଗ ମିଶନ ତରଫରୁ ଶିଶୁମାନଙ୍କୁ ସକାରାତ୍ମକ ଚିନ୍ତାଧାରା ଓ ଆତ୍ମବିଶ୍ୱାସ ବିକାଶ ପାଇଁ ପ୍ରେରଣା ପ୍ରଦାନ

    ସେଲ୍ଫ ଏୱାକିଙ୍ଗ ମିଶନ ତରଫରୁ ଶିଶୁମାନଙ୍କୁ ସକାରାତ୍ମକ ଚିନ୍ତାଧାରା ଓ ଆତ୍ମବିଶ୍ୱାସ ବିକାଶ ପାଇଁ ପ୍ରେରଣା ପ୍ରଦାନ

    ପାର୍ବଣକୁ ବିଗାଡ଼ି ଦେବ କି ବର୍ଷା ?

    ପାର୍ବଣକୁ ବିଗାଡ଼ି ଦେବ କି ବର୍ଷା ?

    ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନର ନୂଆଁଖାଇ ବନ୍ଧୁମିଳନ

    ଆଞ୍ଚଳିକ ଜନକଲ୍ୟାଣ ଭିନ୍ନକ୍ଷମ ସଂଗଠନର ନୂଆଁଖାଇ ବନ୍ଧୁମିଳନ

    ଶିକ୍ଷକଙ୍କ ମାଡ଼ରେ ଦୁଇ ଛାତ୍ର ଆହତ ; ଅଭିଯୋଗ ଆଣିଲେ ଅଭିଭାବକ,ହେଲେ BEO ଅଫିସ ଫାଇଲରେ ନାହିଁ ଅଭିଯୋଗପତ୍ର

    ଶିକ୍ଷକଙ୍କ ମାଡ଼ରେ ଦୁଇ ଛାତ୍ର ଆହତ ; ଅଭିଯୋଗ ଆଣିଲେ ଅଭିଭାବକ,ହେଲେ BEO ଅଫିସ ଫାଇଲରେ ନାହିଁ ଅଭିଯୋଗପତ୍ର

    ଶରଣକୂଳ ରେ ସ୍ୱାଭାବିକ ଅବସ୍ଥା ଫେରିବା ପାଇଁ ମହିଳା ଅଧିକାରିଣୀ ଙ୍କ ପ୍ରୟାସ!

    ଶରଣକୂଳ ରେ ସ୍ୱାଭାବିକ ଅବସ୍ଥା ଫେରିବା ପାଇଁ ମହିଳା ଅଧିକାରିଣୀ ଙ୍କ ପ୍ରୟାସ!

    ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ପକ୍ଷରୁ ବିଶ୍ୱ ସଂସ୍କୃତ ଦିବସ ପାଳିତ

    ଉତ୍କଳ ସଂସ୍କୃତ ଶିକ୍ଷକ ମହାସଂଘ ପକ୍ଷରୁ ବିଶ୍ୱ ସଂସ୍କୃତ ଦିବସ ପାଳିତ