ଖୁବ ଶୀଘ୍ର ବିଜେପି କୁ ମିଳିବ ନୂଆ ମଙ୍ଗୁଆଳ…

Spread the love

ଜେଏମଜେ ବ୍ୟୁରୋ : ଓଡ଼ିଶା ବିଜେପିକୁ ମିଳିବେ ନୂଆ ମୁଖିଆ। ଖୁବଶୀଘ୍ର ରାଜ୍ୟ ବିଜେପି ସଙ୍ଗଠନରେ ଆମୂଳଚୂଳ ପରିବର୍ତ୍ତନ ହେବ। ସରକାରକୁ ଆସିବା ପରେ ଏଥିପାଇଁ ଅଣ୍ଟାଭିଡିଛି ବିଜେପି। ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ କର୍ମଶାଳା ଜାରି ରହିଛି। ରାଜ୍ୟ ସଭାପତିଙ୍କ ସହ ଅନ୍ୟ ନେତୃବୃନ୍ଦ ଉପସ୍ଥିତ ରହିଛନ୍ତି।
କର୍ମଶାଳାରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଅଛନ୍ତି।

କ୍ଷମତାକୁ ଆସିବା ପରେ ବିଜେପି ଘର ସଜାଡିବା ଆରମ୍ଭ କରିଛି। ଏଥିପାଇଁ ପ୍ରକ୍ରିୟା ମଧ୍ୟ ଆରମ୍ଭ କରି ସାରିଛି ଦଳ। ବୁଥ, ମଣ୍ଡଳ, ଜିଲ୍ଲା ଓ ରାଜ୍ୟ ସଭାପତି ପଦ ଲାଗି ହେବ ନିର୍ବାଚନ। ପ୍ରତି ତିନିବର୍ଷରେ ଥରେ ହେବାକୁ ଥିବା ବିଜେପିର ସାଙ୍ଗଠନିକ ନିର୍ବାଚନ ଚଳିତଥର ଗୋଟିଏ ବର୍ଷ ପାଇଁ ଘୁଞ୍ଚାଯାଇଥିଲା। ଏବେ ନିର୍ବାଚନ ସରିବା ପରେ ସାଙ୍ଗଠନିକ ସ୍ତରରେ ବ୍ୟାପକ ଅଦଳବଦଳ ପାଇଁ ରାଜ୍ୟ ବିଜେପି ଅଣ୍ଟାଭିଡିଛି।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • Related Posts

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ କାଲିଘାଟ ବାସଭବନ ଏବଂ ରାଜ୍ୟ ସଚିବାଳୟ, ନବାନ୍ନାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତାଙ୍କ ବାସଭବନ ନିକଟରେ କିଛି ଲୋକ ‘ଜୟ ଶ୍ରୀ…

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ର ହାଇ-ଭୋଲଟେଜ୍ ଲଢ଼େଇ ପରେ ଆଜି ସମସ୍ତଙ୍କ ନଜର ଭୋଟ୍ ଗଣତି ଉପରେ ରହିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (TMC) ଏବଂ ଭାରତୀୟ ଜନତା…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!